ପ୍ରମୁଖ ଖବର
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ଏବେଠୁ ଜଳିଲାଣି ସାରା ଓଡ଼ିଶା, ଦିନ ସାଢେ ୧୧ଟାରେ ଟପିଗଲା ୩୬ ଡିଗ୍ରୀ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଡ୍ରାଇଭର୍ ସମେତ ୨ ମୃତ

ବ୍ରହ୍ମଗିରି, ୨୨/୦୫ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍। ଡ୍ରାଇଭର୍ ସମେତ ୨ ମୃତ। ପୁରୀ ସାତପଡ଼ା ଜାତୀୟ ରାଜପଥରେ ଶନିବାର ବିଳମ୍ବିତ ରାତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁରୀ ପଟୁ ସାତପଡ଼ା ଅଭିମୁଖେ ନିଜ ଗାଁକୁ ଫେରୁଥିବା ବେଳେ ନାଗା ଛକ ନିକଟରେ ଭାରସାମ୍ୟ ହରାଇ କାରଟି ଗଛରେ ପିଟି ହୋଇଯାଇଛି।

{"id":419167,"sizeSlug":"large","linkDestination":"none"}

ମୃତକ ମାନେ ହେଲେ କାର୍ ଡ୍ରାଇଭର ଭାଗବନପୁରର ନବାଵ ଖାନ ଏବଂ କାର ମାଲିକ ସହଦେବପୁରୁର ଧୀରେନ୍ଦ୍ର ପଲାଇ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.