ପ୍ରମୁଖ ଖବର
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ଏବେଠୁ ଜଳିଲାଣି ସାରା ଓଡ଼ିଶା, ଦିନ ସାଢେ ୧୧ଟାରେ ଟପିଗଲା ୩୬ ଡିଗ୍ରୀ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ମାଆ-ପୁଅ ଗୁରୁତର

ବ୍ରହ୍ମପୁର, ୧୫/୦୯ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ। ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡା ସାହିରେ କିଛି ଦୁର୍ବୃତ୍ତ ମାଆ-ପୁଅଙ୍କୁ ଆକ୍ରମଣ କରିଛନ୍ତି। ଘାତକ ଆକ୍ରମଣରେ ଦୁଇଜଣ ଆହାତ ହୋଇଛନ୍ତି।

ସୂଚନାନୁଯାୟୀ, ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡା ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ। ଅକାରଣରେ ୫ରୁ ଅଧିକ ଦୁର୍ବୃତ୍ତ ପୋଖରୀ ହୁଡା ସାହିରେ ସନୁ ନାୟକ ନାମକ ଜଣେ ଯୁବକଙ୍କୁ ଆକ୍ରମଣ କରିଥିବା ବେଳେ ତାଙ୍କ ଘରେ ପଶି ତାଙ୍କ ମାଆଙ୍କୁ ଆକ୍ରମଣ କରିଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁହେଁ ମାଆ-ପୁଅ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.