ଅବତରଣ ବେଳେ ବିମାନ ଦୁର୍ଘଟଣା ଗ୍ରସ୍ତ: ପାଇଲଟଙ୍କ ସମେତ ୬ ଯାତ୍ରୀ ଉଦ୍ଧାର

ଆଲିଗଡ଼ ୨୮/୮: ଉତ୍ତରପ୍ରଦେଶ ଆଲିଗଡ଼ଠାରେ ଏକ ଘରୋଇ ବିମାନ ଦୁର୍ଘଟଣାଗସ୍ତ ହୋଇଛି । ଦୁର୍ଘଟଣା ସମୟରେ ବିମାନ ମଧ୍ୟରେ ପାଇଲଟଙ୍କ ସମେତ ୬ ଜଣ ଯାତ୍ରୀ ଥିଲେ । ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଏହି ବିମାନଟି ଅବତରଣ କରିବା ସମୟରେ ୧୧ କେଭି ବିଜୁଳି ତାର ସଂସ୍ପର୍ଶରେ ଆସିବାରୁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଦୁର୍ଘଟଣା ପରେ ବିମାନଟି ଖଣ୍ଡଖଣ୍ଡ ହୋଇ ତଳେ ପଡ଼ିଥିଲା ।

   ସମ୍ବନ୍ଧିତ ଖବର


ଭାରତୀୟ ନୌସେନାକୁ ମିଳିବ ଆଉ ଏକ ସ୍କର୍ପିନ ବୁଡ଼ାଜାହାଜ, ଚଳିତ ବର୍ଷ ଡିସେମ୍ବର କିମ୍ବା ୨୦୨୧ ପ୍ରାରମ୍ଭରେ ମିଳିବ

ମାତ୍ର ୭୮୯ ଟଙ୍କାରେ କିଣନ୍ତୁ ନିଜ ମନ ପସନ୍ଦର କାର୍, ଜାଣନ୍ତୁ ଅଫର୍ ସମ୍ପର୍କରେ…

ଅନ୍‌ଲାଇନ୍‌ରେ ଆସିଥିବା ମୋବାଇଲ୍‌ ଫୋନ୍‌କୁ ବିକିଦେଲା ଡେଲିଭରୀ ବୟ, ଗ୍ରାହକଙ୍କୁ କହିଲା କ୍ୟାନସଲ୍‌ ହୋଇଛି ଅର୍ଡର

ଜାଲି ଚେକ୍‌ ଦେଇ ଦମ୍ପତିଙ୍କ ସ୍ମାର୍ଟ ଚୋରି: ସ୍ତ୍ରୀ ଗିରଫ, ସ୍ବାମୀ ଫେରାର

ବର୍ଷେ କାଳ ଫ୍ରିଜରେ ରଖିଥିଲେ ନୁଡୁଲ୍‌ସ, ଖାଇବା ପରେ ଗୋଟିଏ ପରିବାରର ୯ ଜଣଙ୍କର ମୃତ୍ୟୁ- ଚୀନ୍‌ର ଘଟଣା

ଛାତ୍ରଛାତ୍ରୀଙ୍କୁ ଅନଲାଇନ୍ ପାଠ ପଢାଉଛନ୍ତି କଏଦୀ, ବାର୍ଷିକ ଦରମା ୮ ଲକ୍ଷ