PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସାମନା ଟେବଲରେ ଗୋଡ ରଖି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ହେଲେ ସମାଲୋଚିତ

ପ୍ୟାରିସ୍,୨୩।୮: ବ୍ରିନେଟ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆ​ରେ ଖୁବ୍ ଭାଇରାଲ ହେଉଛି। ଏଥିରେ ଫ୍ରାନ୍ସ ରାଷ୍ଟ୍ରପତି ଇମ୍ୟାନୁଏଲ ମାକ୍ରୋନଙ୍କ ସାମନାରେ ଥିବା ଏକ ଟେବଲରେ ସେ ନିଜର ଗୋଡ ଟେକି ଜୋତା ରଖିଛନ୍ତି। ଫ୍ରାନ୍ସର ସୋସିଆଲ ମିଡିଆରେ ଏହି ଫଟୋ ଦେଖିବାକୁ ମିଳିବା ପରେ ଲୋକମାନେ ବୋରିସ୍ ଜନସନଙ୍କୁ ସମାଲୋଚନା କରୁଛନ୍ତି। ଲୋକମାନେ କହୁଛନ୍ତି ଏଭଳି କରି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଅପମାନିତ କରିଛନ୍ତି।

କିନ୍ତୁ ଫ୍ରାନ୍ସର ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି ଯେ, ଜନସନ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସାମନା ଟେବଲ ଉପରେ ଜୋତା ରଖିଥିଲେ ଏହାତ ସତ, କିନ୍ତୁ ସେ ଏପରି କରି ମାକ୍ରୋନଙ୍କୁ ଅପମାନିତ କରିନାହାନ୍ତି। କାରଣ ନିଜର ପ୍ରଥମ ବିଦେଶ ଯାତ୍ରା ଆରମ୍ଭ କରିବା ପାଇଁ ଏକ ମାସର ସମୟ ଲାଗିଛି, କିନ୍ତୁ ରାଷ୍ଟ୍ରପତି ଇମାନ୍ୟୁଏଲ ମାକ୍ରୋନଙ୍କ ମହଲକୁ ସେ ନିଜର ଘର ବୋଲି ଭାବନ୍ତି। ତେଣୁ ସେ ନିଜର ଗୋଡକୁ ଟେବଲ ଉପରେ ରଖିଥିଲେ।

ନିଜର ରାଜନୈତି କ୍ୟାରିୟରରେ ବହୁବାର ଜନସନଙ୍କୁ ଏଭଳି କାର୍ଯ୍ୟକଳାପ ଦେଖିବାକୁ ମିଳିସାରିଛି, ତେବେ ତାଙ୍କୁ ଏଥିପାଇଁ କେବେ କିଛି ଖରାପ ଲାଗିନାହିଁ। ଜନସନଙ୍କୁ କ୍ୟାମେରା ଆଗରେ ଥଟ୍ଟାମଜା କରୁଥିବା ଦେଖିବାକୁ ମିଳିଥିଲା ଓ ଫଟୋଗ୍ରାଫର ଆଗରେ ହାତ ହଲାଇବା ପୂର୍ବରୁ ଏଲିସି ମହଲରେ ଥିବା ଏକ କଫି ଟେବଲ ଉପରେ ନିଜର ଗୋଡ ରଖି ଆରାମ କରିଥିଲେ। ଉଲ୍ଲେଖନୀୟ ଯେ,ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଜନସନ୍ ପ୍ୟାରିସରେ ଅଛନ୍ତି। ସେଠାରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ହେବ।

ସମ୍ବନ୍ଧିତ ଖବର