PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ନୂଆପଡ଼ାରେ ସୀମା ଟପିଛି ଲଜ୍ଜା: କକାପୁଅ ଭାଇ ସାଜିଲା ଦୁଷ୍କର୍ମକାରୀ, ନାବାଳିକା ୭ମାସର ଗର୍ଭବତୀ…

ଖଡ଼ିଆଳ ୨୭/୧୨: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଅଞ୍ଚଳରେ ସୀମା ଟପିଛି ଲଜ୍ଜା । ଖୋଦ୍‌ କକାପୁଅ ଭାଇ ସାଜିଲା ଦୁଷ୍କର୍ମକାରୀ । ଏବେ ନାବାଳିକା ଜଣକ ୭ ମାସର ଗର୍ଭବତୀ । ନାବାଳିକା ଜଣକ ଲୋକଲଜ୍ଜା ଭୟରେ ସେତେବେଳେ ପୁଲିସ ପାଖକୁ ଆସି ପାରି ନଥିବାବେଳେ ଗର୍ଭବତୀ ହେବା ପରେ ସବୁ ସତ ସାମ୍ନାକୁ ଆସିଛି ।

ନାବଳିକାର ବାପା ଏବେ ଖଡ଼ିଆଳ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୁକ୍ତ ଜଣକ ହେଲା ଖଡ଼ିଆଳ ଥାନାଞ୍ଚଳର ଟଙ୍କ ଭୋଇ । ଥାନାରେ ଅଭିଯୋଗ ହେବା ପରେ ଅଭିଯୁକ୍ତ ଟଙ୍କ ଫେରାର ଅଛି । ପୁଲିସ ମାମଲା ଦାଏର କରି ଘଟଣାର ତଦନ୍ତ ଚଲାଇଛି । ଖୁବ୍‌ଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଖଡ଼ିଆଳ ଥାନାଧିକାରୀ କୈଳାସ ଚନ୍ଦ୍ର ସେଠି ସୂଚନା ଦେଇଛନ୍ତି ।