PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

୧୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଓ ଆସ୍କା ଫଟି ଜବତ, ୨ଗିରଫ


ଭଦ୍ରକ,୧ ।୬ ଭଦ୍ରକ ସହରସ୍ଥିତ ବନ୍ତ ଛକଠାରେ ଜଣେ ଯୁବକ ବ୍ରାଉନସୁଗାର ଧରି ଠିଆ ହୋଇଥିବା ବେଳେ ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ୍ ତାଙ୍କୁ କାବୁ କରିଛି । ସମ୍ପୃକ୍ତ ଯୁବକଙ୍କ ଠାରୁ ୧୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ ତାଙ୍କୁ ଗିରଫ କରିଛି ଗୁଇନ୍ଦା ଟିମ୍ । ଗିରଫ ଯୁବକଙ୍କ ନାମ ଗଣେଶ ପଣ୍ଡା । ତାଙ୍କ ଘର ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଂଜି ଗ୍ରାମରେ ।

ସେହିପରି ବନ୍ତ ଛକଠାରେ ଜଣେ ଆଉ ଜଣେ ଯୁବକ ୧୪ ପେଟି ଆସ୍କା ଫଟି ନେଇ ଯାଉଥିବା ବେଳେ ଅବକାରୀ ଗୁଇନ୍ଦା ପୋଲିସ ଗିରଫ କରିଛି । ଗିରଫ ଯୁବକ ହେଲେ ବାସୁଦେବ ଅଞ୍ଚଳର ବୈକୁଣ୍ଠ ଦାସ ।