PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ଭିମ୍‌ସାର କୋଭିଡ୍‌ ସ୍ଥିତି ଅଣାୟତ୍ତ: ଆଉ ୪ ଡାକ୍ତର, ୬ କର୍ମଚାରୀ ସଂକ୍ରମିତ

ବୁର୍ଲା,୧୮/୦୧: ବୁର୍ଲା ମେଡିକାଲରେ ଆଉ ୪ ଜଣ ଡାକ୍ତର ଓ ୬ ଜଣ ମେଡିକାଲ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଅନ୍ୟପଟେ ଦ୍ୱିତୀୟ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ୩ ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ହୋଇଥିବା ମେଡିକାଲ ସୂତ୍ରରୁ ସୂଚନା ମିଳିଛି । ଦ୍ୱିତୀୟ କୋଭିଡ ହସ୍ପିଟାଲ୍‌ରେ ସୋମବାର ୫୩ ଜଣ ରୋଗୀ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।