PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ନବରଙ୍ଗପୁର: ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ; ଚାଳକ ମୃତ, ୨୦ ଆହତ

ନବରଙ୍ଗପୁର ୧୩/୩: ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ଫଳରେ ଚାଳକ ମୃତ ।  ଝରିଗାଁ ବ୍ଲକ୍ ହାତୀବାଡିଠାରେ ଏକ ବରଯାତ୍ରୀ ବସ୍ ଦୁର୍ଘଟଣା ଫଳରେ ଚାଳକଙ୍କ ମୃତ୍ଯୁ ସହିତ  ୨୦ ଜଣ ଆହତ ହୋଇଛନ୍ତି ।

ବରଯାତ୍ରୀଙ୍କୁ ନେଇ ଯାଉଥିବା ସମୟରେ ବସଟି ଏକ ଗଛରେ ପିଟିହୋଇଥଲା  । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ଯୁ ହୋଇଥିଲା । ସମସ୍ତ ଆହତଙ୍କୁ ଝରିଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି ଛତିଶଗଡ ଦେଓବୁକରୁ ରାଇଘର ହଳଦୀ ଗାଁ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି ।