ପ୍ରମୁଖ ଖବର
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||
  • ଆଗକୁ ଆହୁରି ବଢ଼ିବ ତାତି, ଆଜି ୪୦ ଡିଗ୍ରୀ ଛୁଇଁବ ପାରଦ ! ଦିନ, ରାତି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ
  • ||

ତୀର୍ଥ ସାରି ଫେରୁଥିବାବେଳେ ଦୁର୍ଘଟଣା: ଓଲଟିଲା ଯାତ୍ରୀବାହୀ ବସ୍, ୫ ଯାତ୍ରୀ ଆହତ

ନୟାଗଡ ୬।୧୧:  ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ବଡପୁଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ରୁ ଅଧିକ ବ୍ୟକ୍ତି ଆହତହୋଇଛନ୍ତି । ଆହତଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

{"id":56949,"width":753,"height":414}

ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ ବସ୍‌ଟି ତୀର୍ଥ ଯାତ୍ରା ସାରି ସମସ୍ତ ଯାତ୍ରୀଙ୍କୁ ନେଇ ଘରକୁ ଫେରୁଥିଲା । ରାସ୍ତାରେ ଘନ କୁହୁଡି ଯୋଗୁଁ ଭାରସାମ୍ୟ ହରାଇ ବସ୍ ରାସ୍ତା କଡ଼କୁ ବସ୍ ଟି ଓଲଟି ପଡିଥିବା କୁହାଯାଉଛି । ସମସ୍ତ ଯାତ୍ରୀ ଭଞ୍ଜନଗର ଅଞ୍ଚଳର ବୋଲି ଜଣାପଡିଛି ।

{"id":56950,"width":758,"height":417}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.