PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ସ୍କୁଟିକୁ ଧକ୍କା ଦେଲା ବସ, ୨ ମୃତ

ଅନୁଗୁଳ, ୨୯|୧୨: ଅନୁଗୁଳ ଜିଲ୍ଲା ପାଲଲହଡା ପୁରୁଣାପାଣି ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଆରୋହୀ ପ୍ରାଣ ହରାଇଛନ୍ତି।

ସୂଚନାନୁସାରେ, ଆଜି ସକାଳେ ବିଜୟାନାମକ ଏକ ବସ ଅନୁଗୁଳରୁ ପାଲଲହଡା ଦେଇ କେଉଁଝର ଅଭିମୁଖେ ଯାଉଥିଲା। ସେହି ସମୟରେ ବସଟି ପୁରୁଣାପାଣି ଛକରେ ଏକ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିରେ ଥିବା ଦୁଇ ଜଣ ଆରୋହୀଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।