PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

କଶ୍ମୀରରୁ ଜୈଶକୁ ସଫା ନକଲା ପର୍ଯ୍ୟନ୍ତ ଜାରି ରହିବ ଅପରେଶନ: ସେନା

ନୂଆଦିଲ୍ଲୀ,୧୧।୩: ପୁଲଓ୍ବାମା ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ଆଜି ସେନା ପକ୍ଷରୁ ହୋଇଥିବା ଅପରେସନରେ ନିହତ ହୋଇଛି। ଏହି ଅବସରରେ ସେନାର ଲେଫ୍ଟନେଣ୍ଟ ଜେନେରାଲ କେଜିଏସ୍ ଧିଲୋନଙ୍କ  ପକ୍ଷରୁ କୁହାଯାଇଛି କଶ୍ମୀରରୁ ଜୈଶକୁ ସଫା ନକଲା ପର୍ଯ୍ୟନ୍ତ ଅପରେଶନ୍ ଜାରି ରହିବ। ଏନକାଉଣ୍ଟର ବେଳେ ଲୋକଙ୍କ ଜୀବନକୁ ସମ୍ପୂର୍ଣ୍ଣ ଧ୍ୟାନରେ ରଖି ପଦକ୍ଷେପ ନେଇଥାଉ। ଏଥିରେ ସାଧାରଣ ଲୋକଙ୍କୁ ଯେଉଁଭଳି କ୍ଷତି ନହୁଏ ତାହା ପ୍ରଥମେ ଦେଖିଥାଉ। ଗତ ୭୦ ଦିନ ଭିତରେ ୪୪ ଜଣ ଆତଙ୍କବାଦୀଙ୍କୁ ମାରିବାରେ ଆମକୁ ସଫଳତା ମିଳିଛି। ଏହା ସହ ନିୟନ୍ତ୍ରଣ ରେଖାରେ ୨୦୧୮ରେ ୧୬୨୯ ଥର ଅସ୍ତ୍ରବିରତୀ ନୀତିର ଉଲଂଘନ କରାଯାଇଥିଲା। ଚଳିତ ବର୍ଷ ଏପର୍ଯ୍ୟନ୍ତ ୪୭୮ ଥର ଏହା ହୋଇସାରିଲାଣି।

କଶ୍ମୀର ଘାଟିରେ ଜୈଶ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର ଶେଷ ହୋଇଯାଇଛି। ଅପରେସନରେ ସୁରକ୍ଷାବଳକୁ ବଡ ସଫଳତା ମିଳିଛି। ସେନାର ଏନକାଉଣ୍ଟରରେ ଜୈଶର କମାଣ୍ଡର ମୁଦ୍ଦାସିର ଖାନ୍ ନିହତ ହୋଇଛି। ଆଜି ସକାଳେ ସୁରକ୍ଷାବଳ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲ୍ଲା ତ୍ରାଲ ଅଞ୍ଚଳର ପିଙ୍ଗଲିଶରେ ଘେରାଉ କରି ତଲାସୀ ଅଭିଯାନ ଆରମ୍ଭ କରିଛି। ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁଇନ୍ଦା ସୂଚନା ମିଳିବା ପରେ ଏନକାଉଣ୍ଟର ହୋଇଥିଲା।