PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଦୁର୍ଘଟଣାରେ ୮ ଗୋରୁ ମୃତ, ୪ ଗୁରୁତର : ଗ୍ରାମବାସୀଙ୍କ ରାସ୍ତା ଅବରୋଧ


ସାଲେପୁର,୩୧ ।୫ କଟକ- ନରସିଂହପୁର ମୁଖ୍ୟ ରାସ୍ତାର କନ୍ଧବେରଣୀ ନିକଟରେ ଏକ ଅଜଣା ଗାଡି ଧକ୍କାରେ ୮ ଗୋରୁଙ୍କ ମୃତ୍ୟୁ ହୋଇଛି । ଏଥିସହ ୪ ଗୋରୁ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟାଇ ଗାଡିଟି ଫେରାର ହୋଇଯାଇଛି । ଏଥିରେ ଉତ୍ତ୍ୟକ୍ତ ହୋଇ ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି ।

ଆହତ ଗୋରୁଙ୍କୁ ପ୍ରାଣୀ ଚିକିତ୍ସକ ଚିକିତ୍ସା କରୁଛନ୍ତି । ଖବର ପାଇ ତହସିଲଦାର ଓ କାନପୁର ପୋଲିସ ପହଞ୍ଚି ତଦନ୍ତ କରୁଛନ୍ତି । ରେଡକ୍ରସ ପାଣ୍ଠିରୁ ଅର୍ଥ ମଞ୍ଜୁର କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେବା ପରେ ଲୋକମାନେ ରାସ୍ତାରୋକୋରୁ ଉଠଥିଲେ ।