PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଗୋରୁ ଚାଲାଣ ବେଳେ ଚଢାଉ : ୭ ପିକଅପ ଭ୍ୟାନ ଜବତ, ୧୭ ଗିରଫ


ତେଲକୋଇ,୩୧ ।୫ ତେଲାକୋଇ ଅଞ୍ଚଳରୁ ମୟୂରଭଞ୍ଜରୁ ଗୋରୁ ଚାଲାଣ ବେଳେ ପୋଲିସ ଚଢାଉ କରିଛି । ମୋଟ ୭ଟି ପିକଅପ ଭ୍ୟାନ ଜବତ କରିବା ସହ ୧୭ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ପିକଅପ ଭ୍ୟାନରୁ ୬୧ଟି ଗୋରୁ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା କେତେକ ଗାଈଙ୍କ ଅବସ୍ଥା ଗୁରୁତର ରହିଛି ।

ଗତ କାଲି ବିଳମ୍ବିତ ରାତିରେ ପିକଅପ ଭ୍ୟାନରେ ବେଆଇନ ଭାବେ ଗୋରୁ ଚାଲାଣ ବେଳେ ତେଲକୋଇ ପୋଲିସ ଖବର ପାଇ ଚଢାଉ କରିଥିଲା । ପିକଅପ ଭ୍ୟାନ ଜବତ କରିଛି । ୭ ଡ୍ରାଇଭରଙ୍କ ସହ ମୋଟ ୧୭ ଜଣଙ୍କୁ ଗିରଫ କରିଛି ।