ଭିଜିଲାନ୍ସ ପଞ୍ଝାରେ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ୍ ମ୍ୟାନେଜର, ଏକକାଳୀନ ୪ଟି ସ୍ଥାନରେ ରେଡ୍

ବଲାଙ୍ଗିର ୧୨।୯: ଭିଜିଲାନ୍ସ ଜାଲରେ ବଲାଙ୍ଗିର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମ୍ୟାନେଜର । କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମ୍ୟାନେଜର ଅଶୋକ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଛି ।

ବଲାଙ୍ଗିର ମୁଖ୍ୟ ଅଫିସ, ଦଶମତିନଗରସ୍ଥିତ ବାସଭବନର, ନାଲପଡା ସ୍ଥିତ ବାସଭବନ, ଭବାନୀପାଟଣା ସ୍ଥିତ ସମ୍ପର୍କୀୟଙ୍କ ଘରେ ମଧ୍ୟ ରେଡ୍ ଚାଲିଛି । ସମ୍ବଲପୁର, ବରଗଡ, ଭବାନୀପାଟଣା, ବଲାଙ୍ଗିରର ୪ଟି ଟିମ୍ ଚଢାଉରେ ସାମିଲ ଅଛନ୍ତି ।

   ସମ୍ବନ୍ଧିତ ଖବର


ଦିନ ଦ୍ୱିପ୍ରହରେ ଲୁଟ୍, ସାଢେ ୩ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ

ପିଆଜ ଦର ବୃଦ୍ଧି, ଗ୍ରାହକ ହନ୍ତସନ୍ତ

ପତ୍ନୀକୁ ଠେଙ୍ଗାରେ ପିଟି ହତ୍ୟା

କରୋନା ସହ ୨୯ ଦିନ ଲଢ଼େଇ ପରେ ହାରିଗଲେ ପିଆରଏମ୍‌ ଚକ୍ଷୁବିଭାଗର ଆସିଷ୍ଟାଣ୍ଟ ସୁବ୍ରତ କୁମାର ଭୂୟାଁ

ହିଂଜିଳିରେ ଇଣ୍ଡୋର ଷ୍ଟାଡିୟମ ଭିତ୍ତିଭୂମି ପରଖି ଦେଖିଲେ କେନ୍ଦ୍ରୀୟ ଟିମ୍‌

ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନ ମୃତ୍ୟୁ: ସ୍ବାମୀ କହୁଛନ୍ତି ଆତ୍ମହତ୍ୟା, ସହକର୍ମୀ କହୁଛନ୍ତି ହତ୍ୟା