PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ବାଇକ୍‌ ଉପରେ ଚଢିଗଲା ହାଇଓ୍ୱା- ବାଇକ୍‌ ଚୁରମାର୍‌ ହେଲେ ବଞ୍ଚିଗଲେ ବାଇକ୍‌ ଚାଳକ

ଲକ୍ଷ୍ମୀପୁର -କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ତୟାପୁଟ ଗ୍ରାମ ନିକଟ ସଡକ ଦୁର୍ଘଟଣା । ତୟାପୁଟ ଗ୍ରାମ ନିକଟରେ ଥିବା ପୋଲ ଉପରେ ରବିବାର ଅପରାହ୍ନରେ ହାଇଓ୍ଵା ସହ ବାଇକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବାଇକଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି ।

ଏହାର ଚାଳକ ଅଳ୍ପରେ ବର୍ତ୍ତି ଯାଇଛନ୍ତି । ତାଙ୍କର ବାମ ଗୋଡ ଭାଙ୍ଗିଥିବା ସୁଚନା ମିଳିଛି ।ବାଇକ ଚାଳକଙ୍କ ନାମ ଲୈଚନ ମାଣ୍ଡିଙ୍ଗା (୨୬) ଘର ରାଇସିଲ୍ ଗ୍ରାମ ବୋଲି ଜଣା ପଡିଛି। ଘଟଣା ସ୍ଥଳରେ କିଛି ସମୟ ଧରି ଉତ୍ତେଜନା ଦେଖା ଦେଇଥିଲା।ଖବର ପାଇ ଲକ୍ଷ୍ମୀପୁର ପୋଲିସ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।ଲକ୍ଷ୍ମୀପୁର ଡାକ୍ତରଖାନାରେ ଅତ୍ୟାଧୁନିକ ଯନ୍ତ୍ରପାତି ନଥିବା କାରଣରୁ ଲୋଚନକୁ କୋରାପୁଟ ଏସଏଲଏନ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।