ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି, ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଦାୟିତ୍ୱ

ଭୁବନେଶ୍ୱର : ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଦାୟିତ୍ୱ ମିଳିଛି ଏବଂ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ୨ ଯୁବ ନେତାଙ୍କ ହାତରେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି।

ବ୍ୟୋମକେଶ ପୂର୍ବରୁ ଛାତ୍ର ସଭାପତି ଦାୟିତ୍ୱ ତୁଲାଇଥିବା ବେଳେ ସେହିଭଳି ବିଧାୟକ ନିର୍ବାଚିତ ପୂର୍ବରୁ ଦେବୀ ରଞ୍ଜନ ତ୍ରିପାଠୀ ମଧ୍ୟ ଛାତ୍ର ବାହିନୀର କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ ।

   ସମ୍ବନ୍ଧିତ ଖବର


ଶ୍ରୀଜଗନ୍ନାଥ ମନ୍ଦିରକୁ ଇଣ୍ଡିଆନ-ମୁଜାହିଦ୍ଦିନ ଓ ଲସ୍କର-ଇ-ତୋଇବା ଆତଙ୍କବାଦୀଙ୍କ ଆକ୍ରମଣ ଭୟ !

ବିଶ୍ୱସ୍ତରୀୟ ଟାଇମ୍ସ ହାଇଅର ଏଡୁକେସନ ରାକିଙ୍ଗ୍‌ରେ ସୋଆ ସ୍ଥାନିତ

ନାଗାର୍ଜୁନ ବେଶ ଆଭୂଷଣ ଅନୁକୂଳ

ସ୍କନ୍ଦ ପୁରାଣ କୁହେ କାର୍ତ୍ତିକ ହେଉଛି ପୂଣ୍ୟ ମାସ-ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ଶ୍ରୀବିଗ୍ରହଙ୍କ ରାଧା ଦାମୋଦର ବେଶ ବାଳଭୋଗ ଅର୍ପଣ

ସାଂସଦଙ୍କୁ ହତ୍ୟା ପାଇଁ ୨ କୋଟିର ସୁପାରି! ଏହି ଗ୍ୟାଙ୍ଗର ନାଁ ଆସିଲା

ରାଲିରେ ଏନଡିଏକୁ ରାହୁଲଙ୍କ ଟାର୍ଗେଟ, କହିଲେ- ପୁଣିଥରେ ମୋଦି-ନୀତୀଶ ଆସିଲେ ପକୁଡି ଖୁଆଇ ଦେବ…