ଆପାର୍ଟମେଣ୍ଟରର ୮ ମହଲା ଛାତରୁ ପଡି ବିଲ୍ଡର ମୃତ

ଭୁୁବନେଶ୍ବର ୫/୪:: ଭୁବନେଶ୍ବର ଖାରବେଳନଗର ଥାନା ଅନ୍ତର୍ଗତ ଚନ୍ଦ୍ରମା ଆପାର୍ଟମେଣ୍ଟରର ୮ ମହଲାରୁ ପଡି ବିଲ୍ଡର ମୃତ। ବିଲ୍ଡର ଜଣକ ପୀୟୂଷ ମୋହନ ମିଶ୍ର ବୋଲି ସୂଚନା ମିଳିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଶ୍ବଶୁର ଘରକୁ ଆସି ଛାତରୁ ପଡିଯାଇଥିବା ସନ୍ଦେହ କରାଯାଉଛି 

ସୂଚନା ମୁତାବିକ, ବିଲ୍ଡର ପୀୟୂଷ ମିଶ୍ର ଶ୍ବଶୂର ଘର ଖାରବେଳନଗର ସ୍ଥିତି ଚନ୍ଦ୍ରମା ଆପାର୍ଟମେଣ୍ଟ ଘଟଣା ଘଟିଛି। ଘଟଣାସ୍ଥଳରେ ଖାରବେଳନଗର ଥାନା ପୋଲିସ ପହଞ୍ଚି ମୃତଦହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏବଂ ତଦନ୍ତ ଜାରି ରଖିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି 

   ସମ୍ବନ୍ଧିତ ଖବର


ଅନ୍ଧବିଶ୍ୱାସର କରୁଣ ଦୃଶ୍ୟ … ନିଜ ୨୪ ବର୍ଷିୟ ପୁଅକୁ ବଳି ଦେଇଦେଲେ ମହିଳା !

୫ ଟଙ୍କାକୁ ନେଇ ବିବାଦ, ସେଲ୍ସମ୍ୟାନଙ୍କୁ ଗୁଳି

ଇଜ୍ଜତ ନେବି ବଦନାମ୍ କରିବି ‘ଶହେ କିଲୋମିଟର ଦୂରରୁ ଏମିତି ଧମକ ଦେଉଛି ଦୁର୍ବୃତ୍ତ’ ଅଥଚ- ଆତଙ୍କିତ ବିଧବା ମହିଳାଙ୍କୁ ମିଳୁନି ପୋଲିସ୍ ସୁରକ୍ଷା

ପରିବା କ୍ଷେତରୁ ବଜାର ପହଞ୍ଚିବା ପରେ ଦାମ ହେଇଯାଉଛି ଦୁଇଗୁଣା, ଜାଣନ୍ତୁ କଣ’ ରହିଛି କାରଣ…

ସ୍କୁଲ ଭିତରେ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ, ଏସଏମ୍‌ସି ସଭାପତି ନାଁ ଥାନାରେ ଏତଲା

ଛକରେ ମା’କୁ ଛାଡ଼ିଗଲା ଅବିବେକୀ ପୁଅ; ମା’ ଆଖିରୁ ଶୁଖୁନି ଲୁହ…