PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, JEE ଓ NEET ସ୍ଥିଗିତ ରଖିବାକୁ କଲେ ଅନୁରୋଧ

ଭୁବନେଶ୍ବର ୨୭।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜେଇଇ ଓ ଏନ୍‌ଇଇଟି ସ୍ଥିଗିତ ରଖିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ। ଏହା ସହିତ ଆମ ରାଜ୍ୟର ଅନେକ ଅଞ୍ଚଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଭିଡ ଓ ବନ୍ୟା ସ୍ଥିତ ପାଇଁ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା ସ୍ଥଗିତ ରଖାଯାଉ। ତେଣୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ହାଜର ହେବାରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ଦୁଇ ଦିନ ପୂର୍ବେ ଜେଇଇ ଏବଂ ନିଟ୍ କୁ ସ୍ଥଗିତ ରଖିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଚିଠି ଲେଖିଥିଲେ । କରୋନା ସ୍ଥିତିରେ ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ । ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ନିଟ୍ ପାଇଁ ଆବେଦନ କରିଥିବା ବେଳେ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଜେଇଇ ପାଇଁ ଓଡିଶାରୁ ଆବେଦନ କରିଛନ୍ତି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ପକ୍ଷରୁ ମାତ୍ର ୭ଟି ସହରରେ ପରୀକ୍ଷା ସେଣ୍ଟର କରାଯାଇଛି । ବିଭିନ୍ନ ଜିଲ୍ଲାରେ ସଟ୍‌ ଡାଉନ୍‌ ଓ ଲକ୍‌ ଡାଉନ୍‌ ଥିବାରୁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବାରେ ସମସ୍ୟା ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।