PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଗେଟ୍‌ରେ ତାଲା ପକାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ, ଭିଡିଓ ଭାଇରାଲ…

ସୋରୋ, ୩୦/୦୫ : ସାମାନ୍ୟ କଥାକୁ ନେଇ ତୁମୁଳକାଣ୍ଡ । ଗେଟ୍‌ରେ ତାଲା ପକାଇବାକୁ ନେଇ ୨ ପରିବାର ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲା ସୋର ଶାନ୍ତପଡ଼ା ଗାଁରେ ଏହି ଘଟଣା ଘଟିଛି। ଏହି ମାରପିଟ ବେଳରେ ଏକ ଭିଡିଓ ଭାଇରାଲ୍ ହେବାରେ ଲାଗିଛି। ଉଭୟ ପରିବାର ଥାନାର ଦ୍ଵାରସ୍ଥ ହୋଇଛନ୍ତି।

ସୂଚନାନୁଯାୟୀ, ଶାନ୍ତପଡା ଗାଁର ମିନତୀ ବେହେରା ଓ ଚକ୍ରଧର ବେହେରାଙ୍କ ପରିବାର ଗୋଟିଏ ଗେଟ ଦେଇ ଯିବା ଆସିବା କରୁଥିଲେ। କୌଣସି କାରଣରୁ ଏକ ସାମାନ୍ୟ ଘଟଣାକୁ ନେଇ ଚକ୍ରଧର ଗେଟରେ ତାଲା ପକାଇଦେଇଥିଲେ। ଫଳରେ ଉଭୟ ପରିବାର ମଧୟରେ ଜୋରଦାର ମାରପିଟ ଗଣ୍ଡଗୋଳ ହୋଇଥିଲା। ଏହି ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି। ଉଭୟ ପରିବାର ଥାନାର ଦ୍ଵାରସ୍ଥ ହୋଇଛନ୍ତି।