PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଅଗଷ୍ଟ ୧୬ରୁ ସ୍କୁଲରେ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର – ରାଜ୍ୟରେ ଅଗଷ୍ଟ ୧୬ରୁ  ଆରମ୍ଭ ହେବ ନବମ ଶ୍ରେଣୀ ପାଠପଢ଼ା। ସରକାରୀ , ଘରୋଇ ଓ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲିବ । ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ ଜାରି ରହିବ ପାଠପଢ଼ା । ଏନେଇ ଆଜି ଗଣିଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି  ପ୍ରକାଶ ପାଇଛି ।

ବିଜ୍ଞପ୍ତିରେ ସୂଚନା ରହିଛି ବାଧ୍ୟତାମୂଳକ ହେବନାହିଁ ଛାତ୍ରଛାତ୍ରୀଙ୍କ ଉପସ୍ଥାନ । ଶ୍ରେଣୀ ଗୃହରେ କଡ଼ାକଡ଼ି ହେବ କୋଭିଡ୍‌ ନିୟମ । ରବିବାର ଓ ଛୁଟି ଦିନରେ ବନ୍ଦ ରହିବ ସ୍କୁଲ ଏବଂ  ଅଭିଭାବକ ଚାହିଁଲେ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ପାଠ ପଢ଼ି ପାରିବେ । ଛାତ୍ରଛାତ୍ରୀ ଅନଲାଇନ୍‌ ଓ ଅଫ୍‌ଲାଇନ୍‌ କ୍ଲାସ୍‌ କରିପାରିବେ ।  ଏହାସହ ଆସନ୍ତା ୧୬ରୁ ହଷ୍ଟେଲ ମଧ୍ୟ ଖୋଲିବ ।