ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପାଇଁ ସ୍ୱତନ୍ତ୍ର ଥଇଥାନ ପ୍ୟାକେଜ୍ ଘୋଷଣା କଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର ୨/୯: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପାଇଁ ସ୍ୱତନ୍ତ୍ର ଥଇଥାନ ପ୍ୟାକେଜ୍ ଘୋଷଣା କଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ସୁରକ୍ଷାକୁ ସର୍ବାଧିକ ଗୁରୁତ୍ଲ ଦେଇ ରାଜ୍ଯ ସରକାର ମନ୍ଦିର ଚତୁପାର୍ଶ୍ୱରେ ଏକ ସୁରକ୍ଷିତ ଅଞ୍ଚଳ ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନେଇ କାର୍ଯ୍ୟ ଆରମ୍ଭ କରିଛନ୍ତି । ଶ୍ରୀମନ୍ଦିର ଏକ ପ୍ରମୁଖ ଐତିହ୍ୟସ୍ଥଳ ହୋଇଥିବାରୁ ଏହାର ସୁରକ୍ଷାରେ କୌଣସି ସାଲିସ କରାଯାଇ ପାରିବ ନାହିଁ ବୋଲି ରାଜ୍ଯ ସରକାର ସ୍ପଷ୍ଟ କରିଛନ୍ତି ।

ମନ୍ଦିରର ସୁରକ୍ଷା ଓ ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢି ତୋଳିବା ପାଇଁ ମୁଖ୍ଯମନ୍ତ୍ରୀ ଗତ ଅଗଷ୍ଟ ୨୩ ତାରିଖ ଦିନ ଏହି ପ୍ୟାକେଜ୍ ଘୋଷଣା କରିଥିଲେ । ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ଅଞ୍ଚଳରେ ଥିବା ଜମି ଓ ଅନ୍ଯାନ୍ୟ ସମ୍ପତ୍ତି ଅଧିଗ୍ରହଣ ପାଇଁ ରାଜ୍ଯ ସରକାର ସ୍ୱତନ୍ତ୍ର ଥଇଥାନ ଓ ପୁନର୍ବାସ ନୀତି ଘୋଷଣା କରିଛନ୍ତି ।

   ସମ୍ବନ୍ଧିତ ଖବର


ନଦୀରେ ଭାସୁଛି ଅଜଣା ମହିଳାଙ୍କ ମୃତଦେହ : ମିଳିନି ପରିଚୟ, ଚାଲିଛି ତଦନ୍ତ

ଘର ଭିତରକୁ ପଶିଗଲା ୧୨ ଚକିଆ ହାଇୱା, ଅଳ୍ପକେ ବର୍ତ୍ତିଲେ ଘରେ ଥିବା ୭ ଜଣ

ତିର୍ତୋଲ ଓ ବାଲେଶ୍ୱର ସଦର ଆସନରେ ଉପନିର୍ବାଚନ ପାଇଁ ସବୈତନିକ ଛୁଟି ଘୋଷଣା

ଲିଙ୍ଗରାଜ ମନ୍ଦିରକୁ 5-T ସଚିବ ଭି.କେ. ପାଣ୍ଡିଆନ ଅଚାନକ ଗସ୍ତ: ଉନ୍ନତିମୂଳକ କାର୍ଯ୍ୟର କଲେ ତଦାରଖ

ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ

ରାଜ୍ୟକୁ ଧୀରେ ଧୀରେ ଛୁଉଁଛି ଶୀତ, ୫ରୁ ଥଣ୍ଡା ଆହୁରି ବଢ଼ିବ