ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ – ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉନ୍ନୟନ ଏବଂ ବଡ଼ଦାଣ୍ଡ ସୌନ୍ଦର୍ଯ୍ୟକରଣ କାମର  ସମୀକ୍ଷା କରିଛନ୍ତି । ଏ ନେଇ ବରିଷ୍ଠ ଅଧିକାରୀଙ୍କ ସହ  ଆଲୋଚନା କରିଛନ୍ତି । 

ପୁରୀ ଐତିହ୍ୟନଗରୀ ଓ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ଅଗ୍ରଗତି ପ୍ରକଳ୍ପର ବିକାଶ କାର୍ଯ୍ୟର  ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଚତୁର୍ପାର୍ଶ୍ୱର ସୌନ୍ଦର୍ଯ୍ୟମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ।

   ସମ୍ବନ୍ଧିତ ଖବର


ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ମନ୍ଦିର ଖୋଲିବାକୁ ନିଆରା ପ୍ରୟାସ: ଆଇସ୍‌କ୍ରିମ୍‌ କାଠିରେ ଦୁର୍ଗାମୁଖା, ଦିଆସିଲି କାଠିରେ ଶ୍ରୀଜଗନ୍ନାଥ ତିଆରି କଲେ ଦୁଇ ଛାତ୍ର

ଗୌରବ ଆଣିଲେ କନ୍ଧମାଳର ସନ୍ଧ୍ୟାରାଣୀ: ଛୁଞ୍ଚି ମୁନରେ ୬୬, ୧୫୮ କାରୁକାର୍ଯ୍ୟ କରି ଗିନିଜ୍ ବୁକରେ କଲେ ରେକର୍ଡ

ବିବାଦରେ ଥାନା ଅଧିକାରୀ, ଦୁର୍ଗାପୂଜା ଶୁଭେଚ୍ଛା ବିଜ୍ଞାପନରେ ରଖିଥିଲେ ଦଳୀୟ ଚିହ୍ନ ଓ ନେତାଙ୍କ ଫଟୋ….

ବରମୁଣ୍ଡା ଓଭରବ୍ରିଜ ତଳୁ ମୃତଦେହ ଉଦ୍ଧାର