ପ୍ରମୁଖ ଖବର
  • ଜୁନ୍ ୭ରୁ ଯୁକ୍ତ ୨ ନାମଲେଖା ଆବେଦନ, ମୋଟ୍‌ ୫.୨୫ ଲକ୍ଷ ସିଟ୍‌ରେ ହେବ ଆଡମିସନ୍
  • ||
  • ଭୁବନେଶ୍ୱର: ଡ୍ରେନ୍‌ ଭିତରୁ ମିଳିଲା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ
  • ||
  • ପ୍ରଧାନମନ୍ତ୍ରୀଙ୍କ ମାରାଥନ୍‌ ବୈଠକ, ୧୦୦ ଦିନର ଏଜେଣ୍ଡା ନେଇ କରିବେ ସମୀକ୍ଷା
  • ||
  • ନରେନ୍ଦ୍ର ବାଣ ବିସ୍ଫୋରଣ ମାମଲା: ମୃତ୍ୟୁ ସଂଖ୍ୟା ୧୧ ବୃଦ୍ଧି, ୧୯ ଜଣଙ୍କ ଚାଲିଛି ଚିକିତ୍ସା
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ପପୁଆ ନ୍ୟୁ ଗିନିକୁ ଭେଟିବ ୱେଷ୍ଟ ଇଣ୍ଡିଜ, ପ୍ରୋଭିଡେନ୍ସରେ ହେବ ବ୍ୟାଟିଂ ବିସ୍ଫୋରଣ
  • ||
  • ନିର୍ବାଚନ ଅପ୍‌ଡେଟ୍: ଅରୁଣାଚଳ ପ୍ରଦେଶ ଓ ସିକ୍କିମ୍ ଭୋଟ ଗଣତି ଜାରି
  • ||
  • ସରିଲା ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଅବଧି, ରବିବାର ଫେରିବେ ତିହାର ଜେଲ୍
  • ||
  • ଶେଷ ପର୍ଯ୍ୟାୟରେ ୬୨% ମତଦାନ, ପଶ୍ଚିମବଙ୍ଗରେ ସର୍ବାଧିକ, ବିହାରରେ ସର୍ବନିମ୍ନ
  • ||
  • ବୁଥ ବାହୁଡାମତରେ ଏନ୍ଡିଏକୁ ବହୁମତ, ୩୫୦ ପାର୍‌ NDA, ହ୍ୟାଟ୍ରିକ କରିବେ ମୋଦି
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ଅଂଶୁଘାତ ନେଉଛି ଜୀବନ: ଜଳିବ ପଶ୍ଚିମ ଓଡ଼ିଶା, ୫ ଯାଏ ଉପକୂଳରେ ଗୁଳୁଗୁଳି
  • ||

କେନ୍ଦୁଝର ସିଲିସୁଆଁରେ ନବୀନଙ୍କ ପ୍ରଚାର, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ୍

କେନ୍ଦୁଝର ସଦର, ୧୯/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ସଦର ନିର୍ବାଚମଣ୍ଡଳୀର ସିଲିସୁଆଁରେ ଠାରେ ଯୋଗଦେଇ ବିଜେଡି ପାଇଁ ପ୍ରଚାର କରିଛନ୍ତି। ଏହା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦୁଝର, ତେଲକୋଇ, ଓ ଚମ୍ପୁଆ ନିର୍ବାଚମଣ୍ଡଳୀର ହେବିୱେଟ୍ ନେତା ସନାତନ ମହାକୁଡ଼ଙ୍କ ଠାରୁ ଆରମ୍ଭ କରି ତେଲକୋଇର ନିର୍ବାଚନୀ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର, ଜିଲ୍ଲା ବିଜେଡି ସଭାପତି କୁସ ଆପଟ, ବିଜେଡି ରାଜ୍ୟ ଯୁବ ଉପସଭାପତି ସୌମ୍ୟ ଶଙ୍କର ଚକ୍ର ପର୍ଯ୍ୟନ୍ତ ବହୁ ଉଚ୍ଚ ପଦସ୍ଥ ପଦାଧିକାରୀ ଏବଂ ହଜାର ହଜାର କର୍ମୀ ଉପସ୍ଥିତ ରହିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.