PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼: ପୁଲିସ ପଞ୍ଝାରେ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ, ଧରିଲା ବୀରମିତ୍ରପୁର ପୋଲିସ
  • ||
  • ବୌଦ୍ଧ: ବିଦ୍ୟୁତ ଆଘାତରେ ଟଳିପଡିଲେ ଯୁବକ, କଣ୍ଟାମାଳ ବ୍ଲକ ତେନ୍ତୁଳୀଖୁଣ୍ତି ଗ୍ରାମରୁ ଆସିଲା ଦୁଃଖଦ ଖବର
  • ||
  • ବୁର୍ଲା: ରୋଗୀ ସମ୍ପର୍କୀୟଙ୍କୁ ବାରମ୍ବାର ଲୁଟ କରୁଥିବା ୪ ଜଣିଆଁ ଡ଼କାୟତ ଗ୍ୟାଙ୍ଗକୁ ଗିରଫ କଲା ବୁର୍ଲା ପୁଲିସ…
  • ||
  • ରାଜନଗର: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ରାତ୍ରୀଯାପନ ପାଇଁ ମିଳିବନି ଅନୁମତି…
  • ||
  • ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ଜଣେ ହାର୍ଡକୋର ମାଓବାଦୀ ମୃତ
  • ||
  • ମାଲକାନଗିରି: ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ
  • ||
  • ବଲାଙ୍ଗୀର: ଆତ୍ମସମର୍ପଣ କଲା କେକେବିଏନ ଡିଭିଜନର କ୍ୟାଡରର ମାଓବାଦୀ
  • ||
  • ବ୍ରହ୍ମପୁର: ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଉଦଘାଟିତ, ଦାୟିତ୍ୱ ନେଲେ ଭାରପ୍ରାପ୍ତ କୁଳପତି
  • ||
  • ଭୁବନେଶ୍ୱର: କେନ୍ଦ୍ରାପଡ଼ାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ଦାବି, କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି କଲେ ମୁନ୍ନା ଖାଁ, ସୁବାସ ସିଂ, ମମତା ମହନ୍ତ
  • ||
  • ଭୁବନେଶ୍ୱର: ଥମୁନି କରୋନ ମୃତ୍ୟୁ, ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ଯଶିପୁର ନିକଟସ୍ଥ ବଡ଼ବିଲ କୁଆବଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଡି ଚକତଳେ ଚାପିହୋଇ ଯୁବକଙ୍କ ମୃତ୍ୟୁ…
  • ||
  • ପୁରୀ: ହଟିବ ଜଗା ଦର୍ଶନ କଟକଣା ! ଅଗଷ୍ଟ ୪ରେ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ
  • ||
  • ଭୁବନେଶ୍ୱର: ଓଡ଼ିଶା ସହ ୧୦ ରାଜ୍ୟ ବଢ଼ାଉଛି ଚିନ୍ତା, ୪୬ ଜିଲ୍ଲାରେ ୧୦%ରୁ ଅଧିକ ଟିପିଆର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କୁମିଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୩୭ କୋଭିଡ୍ ପଜିଟିଭ
  • ||

ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ନିରାପଦ ପ୍ରତ୍ଯାବର୍ତ୍ତନ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୮/୨: ପାକିସ୍ତାନ କବଜାରେ ଥିବା ୱିଙ୍ଗ କମାଣ୍ଡରଙ୍କ ସୁରକ୍ଷିତ ଓ ଶୀଘ୍ର ମୁକ୍ତି କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭାରତୀୟ ସେନାକୁ ସାଲ୍ଯୁଟ୍ ଜଣାଇବା ସହିତ ସେନାର ସାହସ ଓ ବୀରତ୍ୱକୁ ପ୍ରଶଂସା କଲେ ମୁଖ୍ଯମନ୍ତ୍ରୀ । ଏକ ଟ୍ୱିଟ୍ ମାଧ୍ଯମରେ ସେ ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ନିରାପଦ ପ୍ରତ୍ଯାବର୍ତ୍ତନ ଆଶା କରିଛନ୍ତି ।  

ୱିଙ୍ଗ କମାଣ୍ଡର ଅଭିନନ୍ଦନ ଏବେ ପାକିସ୍ତାନ ସେନା କଷ୍ଟଡିରେ ଅଛନ୍ତି । ଦେଶର ଏହି ବୀର ପୁତ୍ର ପାଇଁ ସାରା ଦେଶବାସୀ ଚିନ୍ତିତ । କହିରଖୁଛୁ ଇଣ୍ଡିଆନ୍ ଏୟାରଫୋର୍ସର କଡା କାର୍ଯାନୁଷ୍ଠାନ ପରେ ବୁଧବାର ପଡୋଶୀ ଦେଶ ଭାରତୀୟ ସୀମାରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା । ଭାରତ ଏହାର ଜବାବ ଦେଇ ପାକିସ୍ତାନର ଏକ ଲଢୁଆ ବିମାନ ଏଫ୍-୧୬କୁ ଖସାଇଦେଲା କିନ୍ତୁ ଦେଶର ଏକ ମିଗ-୨୧ ଜେଟ୍ ନଷ୍ଟ ହୋଇଗଲା । ଜେଟର ପାଇଲଟ୍ ୱିଙ୍ଗ କମାଣ୍ଡର ଅଭିନନ୍ଦନ ପାକିସ୍ତାନ ସୀମାରେ ଖସିପଡିଥିଲେ । ଏହାପରଠାରୁ ସେ ପାକିସ୍ତାନୀ ସେନାର କଷ୍ଟଡୀରେ ଅଛନ୍ତି ।

ଅଧିକ ପଢନ୍ତୁ ୱିଙ୍ଗ କମାଣ୍ଡରଙ୍କୁ ଶୁକ୍ରବାର ଛଡାଯିବ ବୋଲି ପାକିସ୍ତାନ ସଂସଦରେ କହିଲେ ଇମ୍ରାନ୍