ଆତ୍ମହତ୍ୟା କଲେ ମହାବିଦ୍ୟାଳୟ ଅଧ୍ୟକ୍ଷା

ବ୍ରହ୍ମଗିରି ୨୧/ ୧୧: ସାତପଡ଼ା ଅଞ୍ଚଳରେ ଅଭାବନୀୟ ଘଟଣା। ଆତ୍ମହତ୍ୟା କରିଛନ୍ତି ସାତପଡ଼ା ପଞ୍ଚାୟତ କନିଷ୍ଠ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧକ୍ଷ୍ୟା। ଆଜି(ଶନିବାର) ମହାବିଦ୍ୟାଳୟ ପରିସର ଭିତରେ ଥିବା ନିଜ କ୍ୱାର୍ଟରରେ ଅଧକ୍ଷ୍ୟା ଭାନୁମତି ପ୍ରଧାନ ଶାଢ଼ୀ ଲଗାଇ ଝୁଲି ରହିଥିବା ଦେଖିବାକୁ ମିଳିଥିଲା। ଘଟଣା ସ୍ଥଳରେ ସାତପଡା ଫାଣ୍ଡି ପୋଲିସ ପହଁଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ସୂଚନା ରହିଛି।

   ସମ୍ବନ୍ଧିତ ଖବର


ନାଗାର୍ଜୁନ ବେଶ- ନିଷ୍ଠା ବଳରେ ମହାପ୍ରଭୁଙ୍କ ଏକ ଲକ୍ଷ ଅକ୍ଷତ ଅରୁଆ ଚାଉଳ ବଛା ଏବଂ କ୍ଷୀରି ପ୍ରସ୍ତୁତି

ଗୁରୁତ୍ୱପୂର୍ଣ୍ଣ ଫାଇଲ ଚରିଯାଇଛନ୍ତି ଊଈ- ଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ

୧୯୬୦ରେ କରିଥିଲେ ମାଟ୍ରିକ ପାସ୍‌- ସରକାରୀ ଚାକିରି ନକରି ପିଲାଙ୍କୁ ଦେଉଥିଲେ ଶିକ୍ଷାଦାନ, ଏବେ …

ଏଇ ଓଡିଶାରେ ଯୁବକ ଦେଉଛନ୍ତି ୨୫ ଟଙ୍କାରେ ପେଟପୁରା ସ୍ୱାଦିଷ୍ଟ ଖାଦ୍ୟ- ୧୦ ଟଙ୍କାରେ ସୁପ୍‌

କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ