PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଜୁଲାଇ ୩୧ରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର- ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦ କ୍ଷେପ ଗ୍ରହ ଣ କରାଯାଉଛି ।

ଏହି ଉଭୟ ପାଠ୍ୟକମ୍ର ଫଳାଫଳ ଜୁଲ।ଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ ।