PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

କୋହଳ ହେଲା ଟ୍ରାଫିକ୍‌ ନିୟମ – ଏବେ ଏହି ୫ଟି ନିୟମ ଉଲ୍ଲଘଂନରେ କମିଶନରେଟ୍‌ ପୁଲିସ କରିବ ଜରିମାନା

ଭୁବନେଶ୍ୱର – ନୂଆ ଟ୍ରାଫିକ ନିୟମ ପରେ ଏବେ ଜନ ଅସନ୍ତୋଷ ଦେଖିବାକୁ ମିଳିଛି । ରାଜମହଲ ଛକ ରଣକ୍ଷେତ୍ର ପାଲଟିଥିଲା । ଏହାପରେ ପୁଲିସ କମିଶନର ୫ଟି ନିୟମ ପାଇଁ କମିଶନରେଟ୍‌ ପୁଲିସ ଜରିମାନା ଆଦାୟ କରିବ ବୋଲି କହିଛନ୍ତି । ସମସ୍ତ କାଗଜ ପତ୍ର ଠିକ୍‌ କରିବାପାଇଁ ସେ ପରାମର୍ଶ ଦେଇଛନ୍ତି ।

୧.ଗାଡିରେ ତିନି ଜଣଙ୍କୁ ବସାଇଲେ

୨.ମଦ ପିଇ ନିଶାସ୍ତ ଅବସ୍ଥାରେ ଗାଡିଚଳାଇଲେ

୩. ଗାଡି ଚଳାଇବା ବେଳେ ମୋବାଇଲରେ କଥା ହେଲେ

୪. ଚାରି ଚକିଆ ଯାନରେ ସିଟ୍ ବେଲ୍ଟ ନବାନ୍ଧିଲେ

୫. ଦୁଇ ଚକିଆ ଯାନପେ ହେଲମେଟ୍ ନପିନ୍ଧିଲେ

ସାରା ଦେଶରେ ନୂଆ ଟ୍ରାଫିକ ନିୟମ ଜାରି ରହିଛି । ଏବେ ଜରିମାନା ୧୦ ଗୁଣା ବଢିଥିବାବେଳେ ଆର୍‌ଟିଓ ଓ ପୁଲିସ ହଠାତ୍‌ ସକ୍ରିୟ ହୋଇଯାଇଛନ୍ତି । ଜରମାନା ନାମରେ ଜୁଲମ ହେଉଥିବ ସାଧାରଣ ଲୋକ ଅଭିଯୋଗ କରିଥିଲେ । ଏହାପରେ ରାଜଧାନୀ ରାଜମହଲ ଛକରେ ପୁଲିସ ଓ ସାଧାରଣ ଜନତା ମୁହଁ ମୁହିଁ ହୋଇଥିଲେ । ସେଠାରେ ଏକ ପ୍ରକାର ରଣକ୍ଷେତ୍ର ପାଲଟିଥିଲ । ପୁଲିସ ଗାଡିର ଫିଟ୍‌ନେସ୍‌ ଓ ପୁଲିସ ଡ୍ରାଇଭର୍‌ର ଲାଇସେନ୍ସ ଦେଖାଇବାପାଇଁ ସାଧାରଣ ଲୋକ ଦାବି କରିଥିଲେ ।