ଓଟିଭ୍ ସମ୍ପାଦକଙ୍କୁ କମିଶନରେଟ୍ ପୁଲିସ ପକ୍ଷରୁ ନୋଟିସ୍

ଭୁବନେଶ୍ୱର – କୋଭିଡ୍‌ ପରିଚାଳନା ଅଡିଓ ଭାଇରାଲ ଘଟଣା ।  ଖବର ପ୍ରସାରଣ କରିଥିବା ଓଟିଭି ସମ୍ପାଦକଙ୍କୁ ନୋଟିସ୍ । କମିଶନରେଟ୍ ପୁଲିସ ପକ୍ଷରୁ ଏହି ନୋଟିସ୍ ଜାରି ହୋଇଛି । ଆସନ୍ତାକାଲି ୫ଟା ସୁଦ୍ଧା ସମ୍ପାଦକଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ରହିଛି ।

   ସମ୍ବନ୍ଧିତ ଖବର


ଏଇ ଓଡିଶାରେ ଯୁବକ ଦେଉଛନ୍ତି ୨୫ ଟଙ୍କାରେ ପେଟପୁରା ସ୍ୱାଦିଷ୍ଟ ଖାଦ୍ୟ- ୧୦ ଟଙ୍କାରେ ସୁପ୍‌

କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

ରାଜ୍ୟ ସରକାର ଜାରି କଲେ ଡିସେମ୍ବର ଗାଇଡଲାଇନ୍

ଆରମ୍ଭ ହେଲା ବାହା ଋତୁ: ‘କାହା ମନରେ ଜୁଆର, କାହା ମନରେ ଭଟ୍ଟା’

ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ନିଛାଟିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତକୁ ବାନ୍ଧିଲା ପୁଲିସ୍