ଆସନ୍ତା ଶିକ୍ଷାବର୍ଷରୁ ଲାଗୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର ୧୦।୧୨: ଆସନ୍ତା ଶିକ୍ଷାବର୍ଷରୁ ଲାଗୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା । ସମସ୍ତ ବିଶ୍ବବିଦ୍ୟାଳୟ ପାଇଁ ଲାଗୁ ହେବ ଏହି ନିୟମ । ଭୁବନେଶ୍ବରରେ ଅନୁଷ୍ଠିତ କୁଳପତି ସମ୍ମିଳନୀ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି ।

   ସମ୍ବନ୍ଧିତ ଖବର


କୋଭିଡ୍ ମୃତ୍ୟୁରେ ଲାଗିଲା ବ୍ରେକ୍: ୨୪ଘଣ୍ଟାରେ ଆଖିବୁଜିଲେ ୫ ଜଣ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୧୭୩୯କୁ ବୃଦ୍ଧି

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍‌: ୨୪ଘଣ୍ଟା ଆଉ ୪୧୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୭୨୫କୁ ବୃଦ୍ଧି

ଆଜି ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ, ଓଡ଼ିଶାରେ ଦିନ ୧ଟାରେ ଆରମ୍ଭ ହେବ

କୋଭିଡ୍ ମୃତ୍ୟୁରେ ଲାଗିଲା ବ୍ରେକ୍: ୨୪ଘଣ୍ଟାରେ ଆଖିବୁଜିଲେ ୪ ଜଣ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୧୭୩୪କୁ ବୃଦ୍ଧି

ଓଡ଼ିଶାରେ ‌୫ ହଜାରକୁ ଖସିଲା ଆକ୍ଟିଭ୍‌ କେସ୍: ୨୪ଘଣ୍ଟା ଆଉ ୫୧୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ଟପିଲା

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ