PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର ୨୯|୩ :  ୨୦ଟି ବିଧାନସଭା ଆସନ ପାଇଁ କଂଗ୍ରେସ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେଲକୋଇରୁ ମୋହନ ହେମ୍ବ୍ରମ, ପାଟଣାରୁ ଗୋପେଶ୍ବର ନାୟକ, ଯଶୀପୁରରୁ ମହେନ୍ଦ୍ର ନାୟକ, ଉଦଳାରୁ ବେଣୁଧର ମହାପାତ୍ର, ବାରିପଦାରୁ ଦାଶରଥୀ ସିଂହ, ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ ଦାସ, ଧାମନଗରରୁ ଡକ୍ଟର ବିଦ୍ୟଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା, ସୁକିନ୍ଦାରୁ ଶରତ ରାଉତ, ପର୍ଜଙ୍ଗରୁ ଜସ୍ବିନ୍ ରାଉତ, ନିଆଳିରୁ ମମତା ଭୋଇ, ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ, ପାଟକୁରାରୁ ଜୟନ୍ତ ମହାନ୍ତି, ତିର୍ତ୍ତୋଲରୁ ବିଭୁପ୍ରସାଦ ତରାଇ, ପୁରୀରୁ ଔରପ୍ରସାଦ ମିଶ୍ର ଏବଂ ନୟାଗଡରୁ ମନୋଜ ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି ।

ସମ୍ବନ୍ଧିତ ଖବର