ପ୍ରମୂଖ ଖବର
  • ପୃଥ୍ବୀରାଜ ହରିଚନ୍ଦନଙ୍କୁ ଆଇନ୍‌, ପୂର୍ତ୍ତ ଓ ଅବକାରୀ ବିଭାଗ
  • ||
  • ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ବିଭାଗ
  • ||
  • ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ
  • ||
  • ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ||
  • ସୁରେଶ ପୂଜାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
  • ||
  • ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
  • ||
  • ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି
  • ||
  • ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ
  • ||
  • ମାଲକାନଗିରି ସୀମାନ୍ତରେ ବଡ ଧରଣର ଅପରେସନ୍, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିହତ
  • ||
  • କଇଁଛ ଚୋରା ଚାଲାଣ ବେଳେ ଚାରି ଜଣକୁ ଧରିଲା ଝରିଗାଁ ବନ ବିଭାଗ।
  • ||
  • ଚିଲିକାରେ ପୁଣି ଫସିଲା ଡଙ୍ଗା, ୧୦ ବାଇକ୍ ସହ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା
  • ||
  • ରାମମନ୍ଦିରକୁ ବୋମାରେ ଉଡ଼ାଇଦେବାକୁ ଜୈସ୍‌-ଇ-ମହମ୍ମଦ ଧମକ, ଅଯୋଧ୍ୟାରେ ହାଇଆଲର୍ଟ
  • ||
  • କୁଏତରୁ ଓଡ଼ିଶା ଫେରିଲା ୨ଯୁବକଙ୍କ ମୃତଦେହ, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ବସ୍, ୪ ଆହତ
  • ||
  • ନିଧି ଫାଇନାନ୍ସ ଠକେଇ ମାମଲା: ତୁଷାର ଭଞ୍ଜଙ୍କ ସରିଲା ରିମାଣ୍ଡ, ଇଓଡବ୍ଲ୍ୟୁ ନିରାଶ
  • ||
  • ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର
  • ||
  • ଓଡ଼ିଶାରେ ଆଗେଇବ ମୌସୁମୀ: ୧୭ରୁ ପ୍ରବଳ ବର୍ଷା ଆଶଙ୍କା, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

କାଶୀପୁରରେ କଂଗ୍ରେସର ରୋଡ଼ ସୋ : ଯୋଗ ଦେଲେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ

କାଶୀପୁର, ୮।୫ : ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ସିଂହ ବାଘେଲ ଆଜି ରାୟଗଡା ଜିଲ୍ଲା ଗସ୍ତରେ ଆସି କାଶୀପୁର ବ୍ଲକ ସଦର ଠାରେ ଆୟୋଜିତ କଂଗ୍ରେସର ରୋଡ଼ ସୋରେ ଯୋଗ ଦେଇଥିଲେ। 

କଂଗ୍ରେସ ପକ୍ଷରୁ କାଶୀପୁର ଆଇଇଫାଡ଼ ଛକ ଠାରୁ ହନୁମାନ ମନ୍ଦିର ପର୍ଯ୍ୟନ୍ତ ରୋଡ଼ ସୋ କରାଯାଇ ଥିଲା । ରାଜ୍ୟଏବଂ ଦେଶରେ ସୁଶାସନ ଆଣିବା ଏବଂ ଏସ ଟି ଏସ ସି,ଓବିସିଭଳି ପଛୁଆ ବର୍ଗ ଙ୍କ ଉନ୍ନତି ପାଇଁ କଂଗ୍ରେସର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ ।ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିବା କଂଗ୍ରେସର ପାଞ୍ଚ ଟି ଗ୍ୟାରେଣ୍ଟି ସମ୍ପର୍କରେ ଅବଗତ କରିବା ସହ ବିଜେଡ଼ି ଏବଂ ବିଜେପି ସରକାରକୁ ସମାଲୋଚନା କରିଥିଲେ ।  

ଏହି କାର୍ଯ୍ୟକ୍ରମରେ ପିସିସି ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡା ଙ୍କସହିତ କଂଗ୍ରେସର କୋରାପୁଟ ଲୋକସଭା ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲ୍ଲକା, ରାୟଗଡା ବିଧାନ ସଭାମଣ୍ଡଳୀ ପ୍ରାର୍ଥୀ ଆପଲ ସ୍ୱାମୀ କାଡ଼ ରାକା, କାଶୀପୁର ବିସିସି ସଭାପତି ଅଙ୍ଗଦ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.