PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟାକଲେ ଅଜ୍ଞାତ ବ୍ୟକ୍ତି, ଉତ୍ୟକ୍ତ ଲୋକ ପୋଡିଦେଲେ ପୋଲିସ ଗାଡି

ପାଟନା,୨୮।୧୨: ବିହାରର ଜଣେ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଅପରାଧୀମାନେ କଂଗ୍ରେସ ନେତା ରାକେଶ କୁମାର ଯାଦବଙ୍କ ଶନିବାର ସକାଳେ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣାଟି ବିହାରର ବୈଶାଳୀ ଜିଲ୍ଲାର ସିନେମା ରୋଡ୍ ନିକଟରେ ଘଟିଛି। ସବୁଦିନ ଭଳି ରାକେଶ ଆଜି ଜିମକୁ ଯାଉଥିବା ବେଳେ ବାଇକରେ ଆସି କିଛି ଅପରାଧୀ ତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି।

ପୋଲିସର କହିବା ଅନୁସାରେ, ଖୁବ୍ ଶୀଘ୍ର ଅପରାଧୀମାନଙ୍କୁ ଧରି ନିଆଯିବ। ବୈଶାଳୀ ଜିଲ୍ଲାରେ ଦୃତ ଗତିରେ ଅପରାଧ ବଢି ଚାଲିଥିବା ବେଳେ ଏହା ବିରୋଧରେ ସୋସିଆଲ ମିଡିଆରେ ରାକେଶ ଯାଦବ ସ୍ବର ଉତ୍ତୋଳନ କରୁଥିଲେ। ଏହି ଘଟଣା ପରେ ଲୋକମାନେ ଉତ୍ୟକ୍ତ ହୋଇ ସ୍ଥାନୀୟ ପୋଲିସ ଷ୍ଟେସନରେ ଥିବା ଏକ ପୋଲିସ ଜିପ​ରେ ନିଆଁ ଲଗାଇ ପୋଡି ଦେଇଛନ୍ତି। ଏହି ସମୟରେ ଶତାଧିକ ଲୋକ ଏସପିଙ୍କ ବାସଭବନ ବାହାରେ ଉପସ୍ଥିତ ଥିଲେ। ଏସଡିଓ ଏହି ମାମଲାରେ ଲୋକଙ୍କ ସହିତ ଆଲୋଚନା କରିଛନ୍ତି।

ସମ୍ବନ୍ଧିତ ଖବର