PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

୧୫୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୧୮/୮: ରାଜ୍ୟରେ ଆଜି ଆଉ ୧୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡ଼ାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁଡାରୁ ୧୯, ମୟୁରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢ଼େଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗିରରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨, ସୋନପୁରରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ  କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୪୫୩୧୪କୁ ବୃଦ୍ଧି ପାଇଛି ।