ସାଲିଆ ସାହିରେ କରୋନା ! କ୍ୱାରେଣ୍ଟାଇନ୍‌କୁ ଗଲେ ୪୪

ଭୁବନେଶ୍ୱର – ଭୁବନେଶ୍ୱର ସାଲିଆସାହି ବସ୍ତିରେ କରୋନା ଚିହ୍ନଟ । ୪୪ଜଣ ବ୍ୟକ୍ତିଙ୍କୁ କ୍ୱାରେଣ୍ଟାଇନ୍‌କୁ ପଠାଇ ଦିଆଯାଇଛି । ଏହି ବସ୍ତିରେ କରୋନା ସଂକ୍ରମିତ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ।

ଉଲ୍ଲେଖନୀୟ ଯେ, ଆଜି ଭୁବନେଶ୍ୱରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨ ଜଣ କରୋନା ଆକ୍ରାନ୍ତ ପଟିଆ ଅଞ୍ଚଳର ବୋଲି ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଥିବା ବେଳେ ଆଉ ଜଣେ ୮ ବର୍ଷୀୟ ଝିଅ । କିଛି ଦିନ ତଳେ ଦୁହେଁ ଦିଲ୍ଲୀରୁ ଫେରିଥିଲେ ।

ଏହାପରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇଥିବା ବେଳେ ୩୪ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି ।

   ସମ୍ବନ୍ଧିତ ଖବର


ନଭେମ୍ବର ମାର୍ଗଦର୍ଶିକା ଜାରି: ଟ୍ୱିନ୍‌ ସିଟିରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ

ଏରିଆ ଅଧିକ ଦାୟିତ୍ବ ବେଶି, କିନ୍ତୁ ତେଲ ସରିଯିବା ଭୟରେ କମିଛି ପିସିଆର୍ ପାଟ୍ରୋଲିଂ: ପୋଲିସ ଗାଡି ନଦେଖି ବଢ଼ିଛି ଅପରାଧୀଙ୍କ ସାହସ

ବଦଳିବ ସ୍କୁଲ ତାରିଖ, ନଭେମ୍ବରରେ ଖୋଲିବ କିନ୍ତୁ ୧୬ରେ ନୁହେଁ…

ISL‌-7 ପାଇଁ କ୍ରୀଡ଼ାସୂଚୀ ଘୋଷଣା: ଉଦ୍‌ଘାଟନୀ ମ୍ୟାଚ୍‌ରେ ହାଇଦ୍ରାବାଦକୁ ଭେଟିବ ଓଡ଼ିଶା, ଏଥର ସିଜନରେ ୧୧୫ଟି ମ୍ୟାଚ୍‌ ଖେଳାଯିବ

ଅଭିଯୁକ୍ତର ଉନ୍ମତ୍ତ କାଣ୍ଡ : ଜାମିନରେ ଆସି ତିନି ଜଣଙ୍କୁ କଲା ରକ୍ତାକ୍ତ, ଘଟଣାସ୍ଥଳରେ ପୋଲିସର ଛାନ୍‌ଭିନ୍‌

ଲୁଚା ଛପା ଭାବରେ ନିଜ ଦେଶର ଲୋକଙ୍କୁ ଚୀନ୍ ଦେଉଛି ଟୀକା, ଅନ୍ୟ କାହାକୁ ଜଣାଇଲେ ଦୃଢ କାର୍ଯ୍ୟାନୁଷ୍ଠାନ ଧମକ