PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ଭିଜିଲାନ୍ସ ପଞ୍ଝାରେ ସରପଞ୍ଚ ଓ ସମ୍ପାଦକ, ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି

ଭଣ୍ଡାରିପୋଖରୀ ୩୦।୮: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଙ୍ଗୀତା ଖଣ୍ଡେଇ ଏବଂ ତାଙ୍କ ସ୍ବାମୀ ତେସିଙ୍ଗା ସେବା ସମବାୟ ସମିତିର ସମ୍ପାଦକ ରାଜେନ୍ଦ୍ର ଖଣ୍ଡେଇଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ବାଲେଶ୍ବର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି ।

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରାଯାଉଥିବା ସୂଚନା ମିଳିଛି । ଉଭୟଙ୍କ ପୈତୃକ ଘର, ଇଟା ଫ୍ୟାକ୍ଟ୍ରି, ଫାର୍ମହାଉସ, ସେବା ସମବାୟ ସମିତି ଓ ପଞ୍ଚାୟତ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି ।