ଉମରକୋଟ: ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଉମରକୋଟ ୨୫/୩: ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା । ଉମରକୋଟ ଥାନା ଛଟାଗୁଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।ଗାଁ ବନ୍ଧ ନିକଟସ୍ଥ ଏକ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି ପ୍ରେମୀ ଯୁଗଳ । ମୃତକ ହେଲେ ମହେଶ୍ବର ଗଣ୍ଡ ଓ ସୁଶିଳା କଲାର । ସକାଳେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ  ସ୍ଥାନୀୟ ଲୋକେ । ତେବେ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି । ଘଟଣାସ୍ଥଳରେ ପହଞ୍ଚି ଉମରକୋଟ ପୋଲିସ ତଦନ୍ତ ଆରମ୍ଭ କରିଛି ।

   ସମ୍ବନ୍ଧିତ ଖବର


ଦରମା ମାଗିବାରୁ ସେଲସମ୍ୟାନକୁ ଜୀଅନ୍ତା ଜାଳିଦେଲା ମଦ ଭାଟି ମାଲିକ

ଶିକ୍ଷକଙ୍କୁ କଚାଡି ମାରିଲା ହାତୀ

ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ପୁଣି ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ଡେଇଁଲା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍, କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା

ଟ୍ରେନରେ କଟି ଗୋଟିଏ ପରିବାରର ୩ ମୃତ: ଆତ୍ମହତ୍ୟା ସନ୍ଦେହ