ଝାରସୁଗୁଡାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର, କୋଇଲା ମାଫିଆର ସହଯୋଗୀ ଥିଲା ବିନୋଦ

ଝାରସୁଗୁଡା ୧୪।୯: ଝାରସୁଗୁଡା ଛୁଆଲିବେରନାରେ ପୋଲିସର ଏନକାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛି । ବିନୋଦର ଡାହାଣ ଗୋଡରେ ଗୁଳି ବାଜିଛି । ଚିକିତ୍ସା ଲାଗି ଝାରସୁଗୁଡା ମେଡିକାଲରେ ଭର୍ତ୍ତି କରାଯାଇଛି ।

ପୂର୍ବରୁ ବିନୋଦ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି । ବିନୋଦ କୋଇଲା ମାଫିଆ ସୋନୁ ଘୋଷର ସହଯୋଗୀ ବୋଲି ଜଣାପଡ଼ିଛି ।

   ସମ୍ବନ୍ଧିତ ଖବର


ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମାନସିକ ଅବସାଦ ଅର୍ଥ ନୁହେଁ ପାଗଳାମି, ଅପରାଧ ପାଇଁ ମିଳିବ ଦଣ୍ଡ

ରାଉରକେଲା ସ୍କର୍ପିଓ ପୋଡି ଘଟଣା; ଗୋମାଂସ ଚାଲାଣ ସନ୍ଦେହରେ ଦୁର୍ବୃତ୍ତ ଜାଳିଥିଲେ ଗାଡି, ଡ୍ରାଇଭର ସମେତ ୪ ଗିରଫ

କାଷ୍ଟିଂ କାଉଚ୍‌ର ଶିକାର ହୋଇଥିଲେ ଏହି ଟିଭି କଳାକାର, କାମ ବଦଳରେ ସାଥିରେ ଶୋଇବାକୁ କହିଥିଲେ ସିରିଏଲର ନିର୍ଦ୍ଦେଶକ…

ଆୟରଲ୍ୟାଣ୍ଡରେ ଭାରତୀୟ ମହିଳା ଏବଂ ତାଙ୍କର ଦୁଇ ସନ୍ତାନଙ୍କୁ ନିର୍ମମ ହତ୍ୟା

ଶଶୁରଙ୍କ ସହଥିଲା ଖରାପ ସମ୍ପର୍କ , ଗର୍ଭସ୍ଥ ଶିଶୁକୁ ପ୍ରସଙ୍ଗରେ ଶାଶୁଙ୍କସହ କଳି କରି ହତ୍ୟା କଲା ବୋହୁ