PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ନୀଳଗିରି: ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ନୀଳଗିରି ୪/୮: ନୀଳଗିରି ଅଞ୍ଚଳରେ ହାତୀ ଉପଦ୍ରବ ବର୍ଷ ସାରା ଲାଗିରହୁଛି । କେତେବେଳେ ଝାଡ଼ଖଣ୍ଡ ହାତୀ ଉପଦ୍ରଵ ତ ଆଉ କେତେବେଳେ କୂଳଡିହା ହାତୀ ଉପଦ୍ରବ । କିଛି ମାସ ଧରି କିଛି ହାତୀପଲ କୁଳଡିହା ଅଭୟାରଣ୍ୟ ଛାଡି ତିନିକୋଶିଆ ଜଙ୍ଗଲରେ ରହିଛନ୍ତି । ସେଠାରୁ ବିଭିନ୍ନ ଅଞ୍ଚଳକୁ ବାହାରି ଉପଦ୍ରବ କରୁଛନ୍ତି । ଗତକାଲି ଏକ ଦନ୍ତାହାତୀ ଅଯୋଧ୍ୟା ପଂଚାୟତ ଗୋପାଳପୁର ଅଂଚଳକୁ ଆସି ଧାନ ଫସଲ ନଷ୍ଟ କରିଛନ୍ତି । ଏହି ଗ୍ରାମର ବିଜୟ କୁମାର ସିଂ,ଲାଲ ମୋହନ ସିଂ,ସବିତା ସିଂ ଙ୍କ ଧାନ ଫସଲ ବ୍ୟାପକ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି । ଏବେ ସ୍ଵଳ୍ପ ବର୍ଷା କାରଣରୁ ବହୁ କଷ୍ଟରେ କିଛି ଧାନ ତଳି ରୁଇ ଫସଲ କାର୍ଯ୍ୟ ଆଗେଇ ନେଇଥିବାବେଳେ ହାତୀ ଉପଦ୍ରବରେ ଏଭଳି ଫସଲ ନଷ୍ଟକୁ ସହିପାରୁନାହାନ୍ତି ଅଞ୍ଚଳବାସୀ । ବନବିଭାଗ  ହାତୀ ଦାଉରୁ ଫସଲ ସୁରକ୍ଷା ନେଇ କାର୍ଯ୍ୟାନୁଷ୍ଠାନ ନେବା ସହ ତୁରନ୍ତ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।