PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ
  • ||
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

୧୮୧୦ ସୁସ୍ଥ

ଭୁବନେଶ୍ୱର ୭/୮: କରୋନା ନେଇ ଖୁସି ଖବର । ରାଜ୍ୟରେ ଆଉ ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ସୁସ୍ଥଙ୍କ ସଂଖ୍ୟା ୨୮,୬୯୭କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୭୦୦, ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡାରୁ ୫୫, କେନ୍ଦୁଝର ୩୭, ଅନୁଗୁଳରୁ ୩୪, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୨, ଯାଜପୁରରୁ ୨୦, ବରଗଡରୁ ୧୯, ବାଲେଶ୍ୱରରୁ ୧୭, କେନ୍ଦ୍ରପଡାରୁ ୧୪, ବଲାଙ୍ଗିର ଓ ମୟୂରଭଞ୍ଜରୁ ୧୫ ଜଣ ଲେଖାଏଁ, ଭଦ୍ରକରୁ ୧୩, ଦେବଗଡ ଓ ନବରଙ୍ଗପୁରରୁ ୧୧ ଜଣ ଲେଖାଏଁ, ପୁରୀରୁ ୫, ଜଗତସିଂହପୁର ଓ ଝାରସୁଗୁଡାରୁ ୮ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତିି ।