କମିଶନରେଟ୍‌ ପୁଲିସରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର – କମିଶନରେଟ୍‌ ପୁଲିସରେ ବଡ଼ ଧରଣର ଅଦଳବଦଳ । ବଦଳିଲେ ୨ଜଣ ଅତିରିକ୍ତ ଡିସିପିଙ୍କ ସହ ୧୯ ଇନ୍ସପେକ୍ଟର ଏବଂ ୬ଜଣ ଏସଆଇ  ଓ ଜଣେ ଏଏସଆଇ ମଧ୍ୟ ବଦଳିଲେ । କିଛିଦିନ ପୂର୍ବରୁ ଟ୍ୱିନ୍‌ସିଟିରେ ବଦଳିଥିଲେ ଡିସିପି ।

   ସମ୍ବନ୍ଧିତ ଖବର


ଆଜି ବିଶ୍ୱ ଏଡ୍‌ସ ନିରାକରଣ ଦିବସ: ଅସୁରକ୍ଷିତ ଯୌନ ସମ୍ପର୍କରୁ ୮୮% ସଂକ୍ରମିତ, ରାଜ୍ୟରେ ୫୨ ହଜାର ଆକ୍ରାନ୍ତ

କାଳିଆକୁ ଦେଖିବା ଜିଦ୍‌ରେ ତା’ ବେଡ୍‌ ପାଖରେ ଘୂରି ବୁଲୁଛି ଜଗା, ମା’ ସହ ଭାଇର ଫେରିବା ବାଟକୁ ଅନେଇ ବସିଛି…

ଆଜିଠୁ କୋଣାର୍କ ଉତ୍ସବ, ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ

ଆଜି ହାଫ୍‌, କାଲି ଫୁଲ୍‌ ଛାଡ଼ଖାଇ: ମଟନ୍‌ କେଜି ୭୦୦ ଛୁଇଁବ, ଡିମାଣ୍ଡ୍‌ରେ ରହିବେ ଚିକେନ୍‌ , ମାଛ

ଆଜିଠୁ ସବୁ ରୁଟ୍‌ରେ ଗଡ଼ିଲା ‘ମୋ ବସ୍‌’, କେବଳ ୨୯ନଂ ରୁଟ୍‌ରେ ଗଡ଼ିବନି ବସ୍‌

ଭୀଷଣ ଅବପାତ ରୂପ ନେବ ଲଘୁଚାପ, ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା: ଆସନ୍ତା ୨ ଓ ୩ ତାରିଖରେ କୁହୁଡ଼ି ସମ୍ଭାବନା