ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଭବାନୀପାଟଣାରେ ଠକେଇ, ଉତ୍ତରପ୍ରଦେଶରୁ ଗିରଫ : ଲଟେରି ଲୋଭ ଦେଖାଇ ଅଢ଼େଇ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଠକି ନେଇଥିଲେ ୫ ସାଇବର ଠକ

କଳାହାଣ୍ଡି ୨୭।୧ : ଭବାନୀପାଟଣାରେ ଠକେଇ, ଉତ୍ତରପ୍ରଦେଶରୁ ଗିରଫ। ଭବାନୀପାଟଣାରୁ ଅନଲାଇନ ଠକେଇ ମାମଲାରେ ଉତ୍ତରପ୍ରଦେଶ ହମିରପୁରରୁ ୫ଜଣ ସାଇବର ଠକ ଗିରଫ ହୋଇଛନ୍ତି । ମୋବାଇଲ୍ ଫୋନ୍ ଜରିଆରେ ଅଭିଯୁକ୍ତ ଲଟେରୀ ଟଙ୍କା ପୈଠ ଲୋଭ ଦେଖାଇ ଅନଲାଇନ ଠକେଇ କରୁଥିଲେ ।

{"id":211238,"width":606,"height":333,"sizeSlug":"large","linkDestination":"none"}

ଗିରଫ ୫ ଜଣ ହେଲେ ଅଭିଳାଷ ସିଂ, ପରବେଜ ଅହମ୍ମଦ, ଓ୍ବହିଦ ଖାଁନ, ସାହାରୁଖ ଖାନ୍, ଜୁନେଦ ଏହମ୍ମଦ । ଅଭିଯୁକ୍ତଙ୍କ ଠାରୁ ମୋଟ୍ ୫୨ ହଜାର ୩୮୮ ଟଙ୍କା ତଥା ୧୦ ଗୋଟି ମୋବାଇଲ ଜବତ କରାଯାଇଛି। ଗତ ୯ ତାରିଖ ଭବାନୀପାଟଣା ଟାଉନ ଥାନାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଗଂଗାଧର ସୁବୁଦ୍ଧି ୨ ଲକ୍ଷ ୬୮ ହଜାର ଟଙ୍କା ଠକେଇ ଅଭିଯୋଗ ମାମଲା ରୁଜୁ ପରେ କଳାହାଣ୍ଡି ପୋଲିସର ୩ ଗୋଟି ସ୍କାର୍ଡ ଗଠନ କରି କାର୍ଯ୍ୟାନୁଷ୍ଠାନ କରାଯାଇଥିଲା। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭବାନୀପାଟଣା ଏସଡିପିଓ ସତ୍ୟନାରାୟଣ ସୁବୁଦ୍ଧି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

{"id":211239,"width":619,"height":340,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.