ପ୍ରମୁଖ ଖବର
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||
  • ଆହୁରି ଜଳିବ ଓଡ଼ିଶା, ମେ’ ୪ ଯାଏଁ ନିସ୍ତାର ଆଶା କମ୍‌': ଆଜିଠାରୁ ଭୀଷଣ ତାତି ମାଡ଼,୧୯ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଅଜଣା ଯୁବକଙ୍କ କ୍ଷତାକ୍ତ ଶବ ଉଦ୍ଧାର, ପୋଲିସର ଛାନଭିନ୍‌ ଜାରି

ବ୍ରହ୍ମପୁର ୧୫।୮ : ଅଜଣା ବ୍ୟକ୍ତିର କ୍ଷତାକ୍ତ ଶବ ଉଦ୍ଧାର। ଗୋଳନ୍ଥରା ଥାନା ଅଧୀନ ସୁନପୁର ବେଳାଭୂମିରୁ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ଶବ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସର ତଦନ୍ତ ଆରମ୍ଭ । ଯୁବକଙ୍କ ଶରୀରରେ ବିଭିନ୍ନ କ୍ଷତ ରହିଛି ।

ଘଟଣା ସମ୍ପର୍କରେ ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି । ତେବେ କେମିତି ପରିସ୍ଥିତିରେ ଯୁବକଙ୍କ ମୃତ ଶରୀର ସମୁଦ୍ର ତଟରେ ପଡି ରହିଲା ତାହାର ତଦନ୍ତ କରୁଛି ପୁଲିସ୍ । ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.