PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଚମ୍ପୁଆ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀକୁ ଫାଶୀ ଦଣ୍ଡାଦେଶ

ଚମ୍ପୁଆ ୧୯|୧୨: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ କୋର୍ଟ ଫାଶୀ ଦଣ୍ଡ ଶୁଣାଇଛନ୍ତି। 

୨୦୧୭ ମସିହାରେ ଚମ୍ପୁଆ ଅଞ୍ଚଳରେ ସୁନୀଲ ନାୟକ ନାମକ ଯୁବକ ଜଣେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିଲା। ଆଜି କେନ୍ଦୁଝର ଏଡିଜେ ଏହି ମାମଲାର ଶୁଣାଣି କରି ପୋକ୍ସୋ ଆଇନ୍ ଅନୁସାରେ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।