PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ସମ୍‌ ନର୍ସିଂ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ୍‌ ପ୍ରଦାନ

ଭୁବନେଶ୍ୱର,୯ ।୪ (ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସମ୍‌ ନର୍ସିଂ କଲେଜର ଛାତ୍ରଛାତ୍ରୀଙ୍କୁ ଆଜି ପୋଷ୍ଟ୍‌ ଓ ଅଣ୍ଡର ଗ୍ରାଜୁଏଟ ଡିଗ୍ରୀ ପ୍ରଦାନ କରାଯାଇଛି । ୧୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବିଶ୍ୱ ବିଦ୍ୟାଳୟର କୁଳପତି ଡା.ଅମିତ ବାନାର୍ଜୀ ଡିଗ୍ରୀ ପ୍ରମାଣପତ୍ର ଦେବା ସହ ସ୍ୱାସ୍ଥ୍ୟସେବାରେ ନର୍ସଙ୍କ ଭୂମିକା ସମ୍ପର୍କରେ କହିଛନ୍ତି । ସ୍ୱାସ୍ଥ୍ୟସେବାରେ ନର୍ସିଂ ପେସାର ଗୁରୁତ୍ୱ ବହୁୁତ ଅଧିକ ରହିଛି । ନର୍ସମାନେ ଉଭୟ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ସହ ସମ୍ପର୍କ ସ୍ଥାପନ କରୁଥିବା ବେଳେ ସଂପୂର୍ଣ୍ଣ ଚିକିତ୍ସା ଉପରେ ମଧ୍ୟ ନଜର ରଖିଥାନ୍ତି ବୋଲି ପ୍ରଫେସର ବାନାର୍ଜୀ କହିଥିଲେ ।

ସେ କହିଲେ, ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁସନାଲ ର‌୍ୟାଙ୍କିଂ ଫ୍ରେମୱାର୍କ ର‌୍ୟାଙ୍କିଂର ବିଶ୍ୱବିଦ୍ୟାଳୟ ଶ୍ରେଣୀରେ ସୋଆ ୨୪ ତମ ସ୍ଥାନ ବଜାୟ ରଖିବା ସହ ରାଜ୍ୟର ଏକ ନମ୍ବର ବିଶ୍ୱବିଦ୍ୟାଳୟ ଭାବେ ନିଜକୁ ପ୍ରତିପାଦିତ କରିପାରିଛି । ସେହିଭଳି ମେଡିକାଲ କଲେଜ ଶ୍ରେଣୀରେ ସୋଆ ପରିଚାଳିତ ସମ୍‌ ହସ୍ପିଟାଲକୁ ପୂର୍ବାଞ୍ଚଳର ସର୍ବୋଚ୍ଚ ସ୍ଥାନ ମିଳିଛି । ସମ୍‌ ନର୍ସିଂ କଲେଜର ଡିନ୍‌ ପ୍ରଭାତୀ ତ୍ରିପାଠୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ସୋଆ ଛାତ୍ର ମଙ୍ଗଳ ଡିନ୍ ଜ୍ୟୋତି ରଞ୍ଜନ ଦାସ ଓ ନର୍ସିଂ କଲେଜର ଆସୋସିଏଟ ଡିନ୍‌ ସସ୍ମିତା ଦାସ ଓ ତାପସୀ ଶାହା ଉପସ୍ଥିତ ରହି ନିଜର ବକ୍ତବ୍ୟ ଦେଇଥିଲେ ।

ସମ୍ବନ୍ଧିତ ଖବର