ନବୀନଙ୍କୁ ସହଯୋଗର ହାତ ବଢ଼ାଇଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍‌

ଭୁବନେଶ୍ୱର ୨୩/୫: ଅମ୍ଫାନ‌ ବାତ୍ୟା ଯୋଗୁଁ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ ସହଯୋଗର ହାତ ବଢ଼ାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ କରିଥିବା ଟୁଇଟ୍‌ରେ କେଜ୍ରିୱାଲ୍‌ ଉଲ୍ଲେଖ କରିଛନ୍ତି ଯେ, ଅମ୍ଫାନ‌ ବାତ୍ୟା ଯୋଗୁଁ ଓଡ଼ିଶାରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କର ପରିସ୍ଥିତରେ ସେ ଦିଲ୍ଲୀବାସୀ ପକ୍ଷରୁ ସହଯୋଗର ହାତ ବଢ଼ାଇଛନ୍ତି । ଏଭଳି ବିପଦପୂର୍ଣ୍ଣ ସ୍ଥିତିରେ ଓଡ଼ିଶାକୁ କି ପ୍ରକାରର ସହଯୋଗ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜଣାଇବାକୁ କହିଛନ୍ତି ।

   ସମ୍ବନ୍ଧିତ ଖବର


ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ABP CVoterର ରିପୋର୍ଟ: ବିହାରରେ ସରକାର ଗଢ଼ିବ କିଏ? ଜନତାଙ୍କ ନଜରରେ ଏହି ନେତା ହେବେ ମୁଖ୍ୟମନ୍ତ୍ରୀ

ମୋ ସିନ୍ଦୂର ମୋର – ସ୍ୱାମୀଙ୍କ ପ୍ରେମିକାଙ୍କୁ ଛୁରୀରେ ଆକ୍ରମଣ କଲେ ମହିଳା !

ବିହାର ରାଜନୀତି: ଆଶାୟୀ ବିଧାୟକ ପ୍ରାର୍ଥୀ ଶ୍ରୀନାରାୟଣଙ୍କୁ ଗୁଳିକରି ହତ୍ୟା, ତାଙ୍କ ନାମରେ ଥିଲା ଅପରାଧିକ ମାମଲା

ଆମେରିକାରେ ସମସ୍ତଙ୍କୁ ମାଗଣା କୋରନା ଟିକା ଦେବା ପାଇଁ ଘୋଷଣା କଲେ ରାଷ୍ଟ୍ରପତି ପ୍ରାର୍ଥୀ ବିଡେନ୍‌

ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ