PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଜଟଣୀରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଓ ହତ୍ଯା ଘଟଣା, ତୀବ୍ର ନିନ୍ଦା କଲେ ଧର୍ମେନ୍ଦ୍ର

ଜଟଣୀ ୧୨/୪: ୬ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା।  ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଟଣୀ  ସହରରେ। ଘଟଣା ପରେ  ସହରରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାକୁ ସବୁ ମହଲରେ ତୀବ୍ର ନିନ୍ଦା କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜଣେ ୬ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣା ଜଣାପଡ଼ିବା ପରେ ଗାଁ ଲୋକେ ଜଣେ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ରାସ୍ତାରୋକ କରିଥିଲେ। ମୃତ ନାବାଳିକାଙ୍କ ଶବ ବ୍ୟବଚ୍ଛେଦ ପାଇଁ ଏମ୍ସକୁ ପଠାଯାଇଥିବାବେଳେ ଦୁଷ୍କର୍ମ କରିଥବା ଯୁବକ ଜଣକଙ୍କୁ ମଧ୍ୟ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଛି। 

ଘଟଣାସ୍ଥଳରେ ଭୁବନେଶ୍ବର ଡିସିପି ଅନୁପ ସାହୁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଏକ ସ୍ବତନ୍ତ୍ର ଟିମ୍ ଦ୍ବାରା ଏହି ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ଡିସିପି ଅନୁପ  ସାହୁ।

ଅନ୍ଯପଟେ ଝିଅର ମୃତ୍ୟୁ ନେଇ  ଥାନାକୁ ଅଭିଯୋଗ କରିବାକୁ ଆସିଥିବା  ମୃତ ନାବାଳିକାଙ୍କ ବାପାଙ୍କୁ  ଥାନା ପରିସରରେ ମାଡ ମରାଯାଇଥିବା ଅଭିଯୋଗ ହୋଇଛି। ଜାମୁକୋଳିର ପୂର୍ବତନ ସରପଞ୍ଚ  କାର୍ତିକ ପରିଡା ନାମକ  ଜଣେ ବ୍ୟକ୍ତି ତାଙ୍କୁ  ଥାନା ପରିସରରେ ଧମକ ଚମକ ଦେବା ସହ ମାଡ ମାରିଥିବା ନେଇ ଅଭିଯୋଗ କରିଥିବା କହିଛନ୍ତି  ମୃତ ନାବାଳିକାଙ୍କ ବାପା। ଖୁବ୍ ଶୀଘ୍ର ମୃତକଙ୍କ ପରିବାରକୁ ନ୍ୟାୟ ଦେବାକୁ ସାଧାରଣରେ ଦାବି ହୋଇଛି । ତେବେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ ।

ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ଯେ ଖବର ଶୁଣି ସେ ଅତ୍ଯନ୍ତ ମର୍ମାହତ ହୋଇଛନ୍ତି । ରାଜ୍ୟରେ ନାବାଳିକା ମାନଙ୍କ ଉପରେ ବଢିଚାଲିଥିବା ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଓ କ୍ଷୋଭର ବିଷୟ । ଦୋଷୀ ବିରୁଦ୍ଧରେ ପୋଲିସ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ ଆବେଦନ କରିଛନ୍ତି ।

ସମ୍ବନ୍ଧିତ ଖବର