ସ୍ୱର୍ଣ୍ଣ ବିଜେତା ଓଡି଼ଶାର ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ଭୁବନେଶ୍ୱର ୨୮/୮: – ନୂଆଦିଲ୍ଲୀରେ ବୁଧବାର ସ୍ୱର୍ଣ୍ଣ ବିଜେତା ଓଡିଶାର ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କ ସହ ସାକ୍ଷାତ୍ କରି ଅର୍ଜୁନ ପୁରସ୍କାରର ଅବ୍ୟବହିତ ପୂର୍ବରୁ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।     

ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ ପ୍ରମୋଦ ଭଗତ ଓଡିଶାର ଜଣେ ଲବ୍ଧ ପ୍ରତିଷ୍ଠିତ ସନ୍ତାନ ଏବଂ ବିଶ୍ୱର ୧ ନମ୍ବର ପାରା ବ୍ୟାଡମିଂଟନ ଖେଳାଳି । ସେ ଆସନ୍ତାକାଲି ଅର୍ଜୁନ ଆୱାର୍ଡ ଗହ୍ରଣ କରିବା ଜାଣି ଗର୍ବିତ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।  ପ୍ରମୋଦ ଭଗତ ଆଗକୁ ମଧ୍ୟ କ୍ରୀଡା କ୍ଷେତ୍ରରେ ଆହୁରି ଅନେକ ଐଶୋର୍ଯ୍ୟ ସାଉଁଟୁନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି ।   

   ସମ୍ବନ୍ଧିତ ଖବର


ଏହି ସପ୍ତାହରୁ ୟୁରୋପରେ ପ୍ରଥମେ ଅକ୍ସଫୋର୍ଡ କରୋନା ଟିକାର ରୋଲିଂ ରିଭ୍ୟୁ ପାଇଁ ଯୋଜନା ଆରମ୍ଭ

କୋଟିପତି ଏବଂ ବଡ ବଡ ଉଦ୍ୟୋଗପତି ନେଇଛନ୍ତି ରୁଷ୍‌ର କରୋନା ଟିକା !

ସେନାର ଯବାନ ଖାଇବେ ଲ୍ୟାବ୍‌ର ପରିବା – ବଙ୍କରରେ ତିଆରି ହେବ

ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍‌- କଟକ ଚାନ୍ଦବାଲି ରାସ୍ତାର ଜମଧର ଛକ ନିକଟରେ କେନ୍ଦ୍ରାପଡା ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ

ବାସି ମିଠାର ଯୁଗ ଶେଷ- ଏବେ ମିଠା ଦୋକାନାରେ ମିଠା ତିଆରି ଏବଂ ଭଲ ରହିବା ତାରିଖ ଲେଖିବାକୁ ନିୟମ କଲେ FSSAI- ମିଠା ଦୋକାନୀଙ୍କ ବିରୋଧ

ଡେଲିଭରୀ ଫିସ୍‌ ଦେଇ ପାରିଲେନି ମହିଳା– ୩ ହଜାର ଟଙ୍କାରେ ନବଜାତ ଶିଶୁକୁ ରଖିଲେ ଡାକ୍ତର