PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଖୋର୍ଦ୍ଧା ଓ କଟକରେ ସଂପୂର୍ଣ୍ଣ ଅନ୍‌ଲକ୍‌ ହେବାର ସମ୍ଭାବନା ନାହିଁ : ଡିଏମ୍‌ଇଟି ସିବିକେ ମହାନ୍ତି

ଭୁବନେଶ୍ୱର ୨୯।୭: ରାଜ୍ୟରେ କରୋନା ସଂକ୍ରମଣ କମିଛି । କିନ୍ତୁ ଯେତେ ପରିମାଣର ଆଶା କରାଯାଉଥିଲା, ସେତେ ପରିମାଣରେ କମିନି ସଂକ୍ରମଣ । ଓଡିଶାରେ ଏବଂ ୧୬ଶହରୁ ୧୭ଶହରେ ସ୍ଥିର ରହିଛି ଦୈନିକ ସଂକ୍ରମଣ । ଖାସ୍‌ କରି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ୩ ଅଙ୍କ ତଳକୁ ଆସୁନି । ତେଣୁ ଏଠାରେ ସଂପୂର୍ଣ୍ଣ କରିବାର ସମ୍ଭାବନା କମ୍‌ ରହୁଛି । ସ୍ଥିତି, ସମୟ, ସଂକ୍ରମଣର ପରିସ୍ଥିତିକୁ ଅନୁଧ୍ୟାନ କରି ଅନଲକ୍‌ ନିଷ୍ପତ୍ତି ନିଆଯିବା ବୋଲି ଡିଏମ୍‌ଟି ସିବିକେ ମହାନ୍ତି କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, କେନ୍ଦ୍ର ସରକାର ଯେଉଁ ୫ଟି ରାଜ୍ୟରେ ସଂକ୍ରମଣ ରହୁଛି । ସେଥିରେ ଆମେ ଥିଲେ ବି ଆମ ରାଜ୍ୟରୁ ହାରାହାରି ୧୮ ଶହ ଦୈନିକ ସଂକ୍ରମଣ ରହୁଛି । ଜାତୀୟ ହାରରେ ଆମ ସଂଖ୍ୟା ନଗଣ୍ୟ, ୧୦ ପ୍ରତିଶତ ବି ନୁହେଁ ।  ରାଜ୍ୟ ସରକାରଙ୍କ ଦ୍ୱାର ଗଠିତ ହୋଇଥିବା ବିଶେଷଜ୍ଞ ଟିମ୍‌ ଯାହା କହିବ, ତାହା ନିଷ୍ପତ୍ତି ନିଆଯିବ । ସବୁ ନିଷ୍ପତ୍ତି ସ୍ଥାୟୀ ନୁହେଁ, ଆବଶ୍ୟକ ଦେଖି ଉଚିତ୍‌ ପଦକ୍ଷେପ ନିଆଯିବ ।

ଭୀମ୍‌ସାରକୁ ଇକ୍‌ମୋ ମେସିନ୍‌ ନମିଳିବା ପ୍ରସଙ୍ଗରେ ଡିଏମ୍‌ଟି କହିଛନ୍ତି ଯେ, ସେଠାରେ କାର୍ଡିଓଥୋରାସିସର ଭିତ୍ତିଭୂମି ନିର୍ମାଣଧୀନ ଅଛି । ସଂପୂର୍ଣ୍ଣ ହେଲେ, ସେବା ଆରମ୍ଭ କରାଯିବ । ରାଉରକେଲାରେ କିଛି ଦିନ ମଧ୍ୟରେ ଆରମ୍ଭ ହେବାର ରହିଛି । ଯେତେ ଶୀଘ୍ର ମାନବ ସମ୍ବଳ ଓ ଭିତ୍ତିଭୂମି ନିର୍ମାଣ ହେବ ସେତେ ଶୀଘ୍ର ଚିକିତ୍ସା ମିଳିବ ।  ସେହିପରି ଡେଙ୍ଗୁ ପ୍ରତିବର୍ଷ ଜୁଲାଇରୁ ଅକ୍ଟୋବର ମଧ୍ୟରେ ହୁଏ । ରାଜ୍ୟର ସମସ୍ତ ଡାକ୍ତରଖାନାରେ ଡେଙ୍ଗୁ ଚିକିତ୍ସା ପାଇଁ ତାଲିମ ପ୍ରାପ୍ତ । କେବଳ ଜନସଚେତନତା ଦରକାର ।