PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ବିଶ୍ୱଶାନ୍ତି ଅଖଣ୍ଡ ହରିନାମ ସଂକୀର୍ତ୍ତନ ମନ୍ଦିରରୁ ଦାନବାକ୍ସ ଚୋରି, ଜଣେ ଗିରଫ


ପୁରୀ,୩ ।୬ ବିଶ୍ୱଶାନ୍ତି ଅଖଣ୍ଡ ହରିନାମ ସଂକୀର୍ତ୍ତନ ମନ୍ଦିରରୁ ବୁଧବାର ରାତିରେ ଦାନବାକ୍ସ ଚୋରି ହୋଇଛି । ଏହି ଘଟଣାରେ ଜଣେ ଲୁଟେରାକୁ ପୋଲିସ ଗିରଫ କରିଛି । ଲୁଟେରା ଜଣକ ହେଲେ ବିଶିଆ ମହାରଣା । ଟାଉନ ଥାନା ପୋଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି ।

ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବିଶ୍ୱଶାନ୍ତି ଅଖଣ୍ଡ ହରିନାମ ସଂକୀର୍ତ୍ତନ ମନ୍ଦିରର ଦାନବାକ୍ସ ତାଡି ନେଇଥିଲେ । ତେବେ ଚୋରି ସମ୍ପର୍କରେ ମନ୍ଦିର ପୂଜକ ସିଂହଦ୍ୱାର ଥାନାରେ ଅଭିଯୋଗ କରିଛନ୍ତି ।ପଶ୍ଚିମ ଦ୍ୱାରରେ ରାତିରେ ସୁରକ୍ଷା କର୍ମୀମାନେ ଉପସ୍ଥିତ ଥଲେ ମଧ୍ୟ କିଭଳି ଭାବେ ଲୁଟ ହେଲା ସେ ନେଇ ଚର୍ଚ୍ଚା ଚାଲିଛି ।