PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

କୋଭିଡ ଲଢେଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଭଦ୍ରକ ଜିଲ୍ଲାରୁ ୯୬ ଲକ୍ଷରୁ ଅଧିକ ଟଙ୍କାର ସହାୟତା…

ଭଦ୍ରକ ୧୪/୮:  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ  ଅର୍ଥରାଶି ଦାନ କଲେ ଭଦ୍ରକ ଜ଼ିଲ୍ଲାର ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷକ ଓ ଶିକ୍ଷା ବିଭାଗ କର୍ମଚାରୀ । ମୋଟ  ୯୬ ଲକ୍ଷ ୪୬ ହଜାର ୮୮୩ ଟଙ୍କାର ଏକ ଚେକ୍ ଭଦ୍ରକ ଜ଼ିଲ୍ଲା ଶିକ୍ଷାଧିକାରୀ ଜ଼ିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । କୋଭିଡ ପରିଚାଳନା ପାଇଁ ଏହା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ।

ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୩୦ ଲକ୍ଷ ୩୬ ହଜାର ୮୬ ଟଙ୍କା , ଭଦ୍ରକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୯ ଲକ୍ଷ ୪୨ ହଜାର , ବାସୁଦେବପୁର ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୧୨ ଲକ୍ଷ ୮୭ ହଜାର ୨୫୭ ଟଙ୍କା , ଭଣ୍ଡାରିପୋଖରୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୬ ଲକ୍ଷ ୩୬ ହଜାର ୮୭୪ ଟଙ୍କା , ବନ୍ତ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୭ ଲକ୍ଷ ୩ ହଜାର , ଚାନ୍ଦବାଲି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୧୦ ଲକ୍ଷ ୪ ହଜାର ୬୩୨ ଟଙ୍କା , ଧାମନଗର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୮ ଲକ୍ଷ ୮୬ ହଜାର ୨୪୩ ଟଙ୍କା , ତିହିଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ୯ ଲକ୍ଷ ୯୫ ହଜାର ୪୩୨ ଟଙ୍କା , ଆଗରପଡା ବାଳିକା ହାଇସ୍କୁଲରୁ ୧୭ ହଜାର ୯୩୩ ଟଙ୍କା , ଧାମନଗର ସରକାରୀ ହାଇସ୍କୁଲରୁ ୧୮ ହଜାର ୧୪୬ ଟଙ୍କା , ଘଣ୍ଟେଶ୍ୱର ଏ ସି ହାଇସ୍କୁଲରୁ ୧୦ ହଜାର ୪୩୦ ଟଙ୍କା , କୋଠାର ସରକରୁ ହାଇସ୍କୁଲରୁ ୧୭ ହଜାର ୪୧୨ ଟଙ୍କା, ତିହିଡି ବାଳିକା ହାଇସ୍କୁଲରୁ ୧୪ ହଜାର ୬୦୩ ଟଙ୍କା ଓ ଭଦ୍ରକ ଜିଲ୍ଲା ହାଇସ୍କୁଲରୁ ୪୨ ହଜାର ୧୬୦ ଟଙ୍କା ପ୍ରଦାନ କରାଯାଇଛି । ସମୁଦାୟ ୯୬ ଲକ୍ଷ ୪୬ ହଜାର ୮୮୩ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଦାନ କରାଯାଇଛି । ଏହି ସହାୟତା ରାଶି କୋଭିଡ ପରିଚାଳନାରେ ସହାୟକ ହେବ ।